ଅନୁଗୋଳ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର: ଏ ୧ରେ ୧୧ ଜଣ ପାସ

ବନ୍ତଳା,୨୧।୫(ଡି.ଏନ.ଏ.)- ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ମଙ୍ଗଳବାର ସକାଳେ ପ୍ରକାଶ ପାଇଛି। ଅନୁଗୋଳ ଜିଲା ଗାନ୍ଧିମାର୍ଗରେ ଥିବା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ସମୁଦାୟ ୧୫୨ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲାବେଳେ ସମସ୍ତେ କୃତକାର୍ଯ୍ୟ ହୋଇଛନ୍ତି। ଏ ୧ରେ ୧୧ ଜଣ ଛାତ୍ରୀଛାତ୍ର ୯୦ ପ୍ରତିଶତରୁ ଊଦ୍ଧର୍‌ବ ମାର୍କ ରଖିଛନ୍ତି। ଏଥିରେ ସୋୟମ ସରୁପ ପ୍ରଧାନ ସର୍ବାଧିକ ୫୮୮ ମାର୍କ ରଖି ବିଦ୍ୟାଳୟରେ ଟପ୍ପର ହୋଇଛନ୍ତି।

ସେହିପରି ଅମରଜିତ ପଟ୍ଟନାୟକ ଓ ମୁକେଶ କୁମାର ସାହୁ ଉଭୟ ୫୫୪ ମାର୍କ ରଖି ଦ୍ୱିତୀୟ ସ୍ଥାନ ହାସଲ କରିଛନ୍ତି। ଅଭିଜିତ ସାହୁ ଓ କହ୍ନେୟା ଲାଲ ସାହୁ ୫୪୭ ମାର୍କ ରଖି ତୃତୀୟ ସ୍ଥାନରେ ଅଛନ୍ତି। ସେହିପରି ଦିବ୍ୟସ୍ବରୂପ ପ୍ରଧାନ ଓ ଜ୍ୟୋତ୍ରିମୟୀ ବାରିକ ୫୪୦ ମାର୍କ ୯୧ ପ୍ରତିଶତ, ସୁଲିପ୍ସା ଜେନା ୯୦.୩୩ ପ୍ରତିଶତ, ଆଶିଷ କୁମାର ଦେହୁରୀ ଓ ମନୋରଞ୍ଜନ ସାହୁ ୯୦ ପ୍ରତିଶତ ମାର୍କ ରଖିଛନ୍ତି। ସେହିପରି ଏ ୨ ରେ ୨୩ ଜଣ, ବି୧ ରେ ୩୯ ଜଣ, ବି୨ ରେ ୩୭ ଜଣ, ସିରେ ୨୯ ଜଣ, ଡିରେ ୧୧ ଜଣ, ଇରେ ୨ ଜଣ ପାସ କରିଛନ୍ତି। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଅନୀଲ କୁମାର ଦେହୁରୀଙ୍କ ସହିତ ପରିଚାଳନା କମିଟିର ସଭାପତି, ସମ୍ପାଦକ ଓ ସମସ୍ତ ଗୁରୁଜୀଗୁରୁମା କୃତୀ ଛାତ୍ରୀଛାତ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଫଟୋ


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ସୁରକ୍ଷା ସଚେତନତା: ଦ୍ରୁତଗତିରେ ଗାଡ଼ି ନ ଚଳାଇବାକୁ ପରାମର୍ଶ

ଦାରିଙ୍ଗବାଡ଼ି,୬ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି ସଭାଗୃହଠାରେ ସଡ଼କ ସୁରକ୍ଷା ସପ୍ତାହ ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜାଗୃତି ସମ୍ପାଦକ କୈଳାସ...

ଘନକୁହୁଡ଼ି ସହ ବାଲିଗୁଡ଼ାକୁ ପୁଣି ଫେରିଛି ଶୀତ, ଯାନବାହନ ଚଳାଚଳରେ ବାଧା

ବାଲିଗୁଡ଼ା,୬ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳରେ ମେଘୁଆ ପାଗ ପରେ ପୁଣି କୁହୁଡ଼ି ସାଙ୍ଗକୁ ଫେରିଲା ଶୀତ ଲହରି। ଲଘୁଚାପ ବର୍ଷା ପରେ...

ସାତକୋଶିଆରେ ଆରମ୍ଭ ହେଲା କୁମ୍ଭୀର ଗଣନା

ଅନୁଗୋଳ,୬ା୧: ସୋମବାରଠାରୁ ୩ ଦିନ ପର୍ଯ୍ୟନ୍ତ ସାତକୋଶିଆରେ କୁମ୍ଭୀର ଗଣନା କରାଯିବ। କୁମ୍ଭୀର ଗଣନା ପାଇଁ ଆଜିଠୁ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ମହାନଦୀରେ...

ମା’ଙ୍କ ଖର୍ଚ୍ଚ ରସିଦ ବହିରେ ତାଳମେଳ ନାହିଁ

ମହାକାଳପଡ଼ା, ୬ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିର ପୂର୍ବତନ ଟ୍ରଷ୍ଟିଙ୍କ ଫଲ୍ସ ରସିଦ ହିସାବ ତଦନ୍ତ ବେଳେ ଧରାପଡ଼ିଛି। ୨୦୧୪...

କ୍ରିକେଟ୍‌ରେ ଇତିହାସ ରଚିଲେ ପାକିସ୍ତାନ ଯୋଡ଼ି: ଭାଙ୍ଗିଲା ୨୨ ବର୍ଷର ରେକର୍ଡ

କେପଟାଉନ,୬।୧: ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ତଥା ଶେଷ ଟେଷ୍ଟ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ କେପଟାଉନରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ...

ବରଗଡ଼ରେ ହେବ ବାଲ୍‌ ଧନୁଯାତ୍ରା

ମଥୁରାନଗରୀ,୬।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ସନ୍ଧ୍ୟାରୁ ଆରମ୍ଭ ହୋଇଛି। ଦୀର୍ଘ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଚାଲିବ। ତେବେ ଏହି...

ଭତ୍ରାଡ୍ୟାମ୍‌ରେ ୧୦ ବିଦେଶୀ ପ୍ରଜାପତିର ପକ୍ଷୀ

ଭବାନୀପାଟଣା,୬।୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଡିସେମ୍ବର ଶେଷ ସପ୍ତାହରୁ ଶୀତର ଲହରି ଆରମ୍ଭ ହୋଇଛି। ଶୀତ ଋତୁର ଆରମ୍ଭରୁ ପ୍ରାୟ ୧୦ରୁ ଅଧିକ ପ୍ରଜାତିର ପରିବ୍ରାଜକ...

ମୟୂରଭଞ୍ଜରେ ଜେଏମ୍‌ଏମ୍‌ର ସଭାପତି ଘୋଷଣା

ବାରିପଦା,୬।ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) ନୂତନ ମୟୂରଭଞ୍ଜ ଜିଲା କମିଟି ଘୋଷିତ ହୋଇଛି। ସ୍ଥାନୀୟ ରଘୁନାଥପୁରସ୍ଥିତ ମଣ୍ଡପରେ ରାଜ୍ୟ ସଭାନେତ୍ରୀ ଅଞ୍ଜନୀ ସୋରେନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri