ଅନୁଚ୍ଛେଦ ୧୪୨ କ’ଣ

ବହୁ ପ୍ରତୀକ୍ଷିତ ଅଯୋଧ୍ୟା ମାମଲାରେ ସୁପ୍ରିମକୋର୍ଟ ସମ୍ବିଧାନର ଅନୁଚ୍ଛେଦ ୧୪୨ ଅନୁଯାୟୀ କେତେକ ରାୟ ଶୁଣାଇବା ସହ ୨.୭୭ ଏକର ବିବାଦୀୟ ଜମି ହସ୍ତାନ୍ତର ଲାଗି ଗଠନ ହେବାକୁ ଥିବା ଟ୍ରଷ୍ଟରେ ନିର୍ମୋହୀ ଆଖଡ଼ା ସଦସ୍ୟଙ୍କୁ ସାମିଲ କରିବା ଲାଗି ପରାମର୍ଶ ଦେଇଛନ୍ତି। ୧୪୨ ଧାରା ଉପରେ ସୁପ୍ରିମକୋର୍ଟଙ୍କ ବିଶେଷ ଅଧିକାର ରହିଛି। କୌଣସି ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣିରେ ଉପଯୁକ୍ତ ନ୍ୟାୟ ପ୍ରଦାନ କରିବା ଲାଗି ୧୪୨ ଧାରା ବ୍ୟବହାର କରାଯାଇଥାଏ।

Share