ଅନୁଭବ ୩୩,୨୨୬ ଭୋଟ ଆଗରେ

କେନ୍ଦ୍ରାପଡ଼ା ଅଫିସ୍‌, ୨୩।୫- କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କଠାରୁ ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ୩୩,୨୨୬ ଭୋଟରେ ଆଗରେ ଅଛନ୍ତି।