ଅନ୍‌ଲାଇନରେ ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ: ୬୫ ଅଧ୍ୟାପିକା, ଅଧ୍ୟାପକ ନିଯୁକ୍ତ

କଟକ ଅଫିସ,୧।୬: ଯୁକ୍ତଦୁଇ ପରୀକ୍ଷାର ଉତ୍ତର ଖାତାଦେଖା ସୋମବାରଠାରୁ ଆରମ୍ଭ ହୋଇଛି। କେବଳ ଅନ୍‌ଲାଇନରେ ଭୁବନେଶ୍ୱର ଏବଂ କଟକରେ ଖାତା ଦେଖାଯାଉଛି। କଟକ ଲିଙ୍କ୍‌ରୋଡ଼ସ୍ଥିତ ଏକ କମ୍ପ୍ୟୁଟର ଶିକ୍ଷାନୁଷ୍ଠାନରେ ଖାତାଦେଖା ପାଇଁ ବ୍ୟବସ୍ଥା କରାଯାଇଛି। ଏହି କେନ୍ଦ୍ରରେ ୬୪ଟି କମ୍ପ୍ୟୁଟର ଥିବାବେଳେ ୬୫ଜଣ ଅଧ୍ୟାପିକା, ଅଧ୍ୟାପକଙ୍କୁ ନିଯୁକ୍ତି ଦିଆଯାଇଛି। ଦିନକୁ ଦୁଇଟି ସିଫ୍ଟରେ ସେମାନେ ଖାତା ଦେଖିବେ। ସକାଳେ ସାଢ଼େ ୭ରୁ ମଧ୍ୟାହ୍ନ ୧୨ଟା ଏବଂ ଅପରାହ୍ନ ସାଢ଼େ ୧ରୁ ସାଢ଼େ ୫ଟା ପର୍ଯ୍ୟନ୍ତ ଖାତା ଦେଖା ହେବ। ପ୍ରଥମ ଦିନରେ ବିଜ୍ଞାନ ବିଭାଗର ଇଂରାଜୀ ବିଷୟର ଖାତା ଦେଖାଯାଉଥିବା ବେଳେ ମାତ୍ର ୧୦ଜଣ ମୂଲ୍ୟାୟନକାରୀ ଆସିଛନ୍ତି। ଅପରପକ୍ଷରେ କୋଭିଡ୍‌ ଗାଇଡ଼ଲାଇନ ପାଳନ ସହ ସାମାଜିକ ଦୂରତା ଏବଂ ବିଶୋଧନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୩୦ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୪ା୧୨: ଆଗାମୀ ଡିସେମ୍ବର ୩୦ ତାରିଖ ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ...

ଇସ୍ତଫା ଦେଲେ ରଘୁବର ଦାସ, ରାଜନୀତିକୁ ପୁଣି ଫେରିବେ!

ଭୁବନେଶ୍ୱର,୨୪।୧୨: ଓଡ଼ିଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ରଘୁବର ଦାସ। ତାଙ୍କ ସ୍ଥାନରେ ହରି ବାବୁ କମ୍ଭମପତି ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛନ୍ତି। ରଘୁବରଙ୍କ ଇସ୍ତଫା...

ଡା. ହରିବାବୁ କମ୍ଭମ୍ପତି ଓଡ଼ିଶାର ନୂଆ ରାଜ୍ୟପାଳ

ନୂଆଦିଲ୍ଲୀ, ୨୪ା୧୨: ବଦଳିଲେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ। ମିଜୋରାମର ରାଜ୍ୟପାଳ ଡା. ହରି ବାବୁ କମ୍ଭମ୍ପତିଙ୍କୁ ଓଡିଶାରବ ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି।...

କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ଲୋଗୋ ଉନ୍ମୋଚନ, ପଞ୍ଚାୟତ ସ୍ତରୀୟ ଉତ୍ସବର ଶୁଭ ଉଦଘାଟନ

କେସିଙ୍ଗା, ୨୪ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କୁଣ୍ଡାବନ୍ଧ ଗ୍ରାମ ପଞ୍ଚାୟତର ଯୋଗମାୟା ପୀଠ ପରିସରରେ କେସିଙ୍ଗା ଗୋଷ୍ଠୀ ଅଧିକାରୀ ପଦ୍ମନାଭ ପୁରୋହିତଙ୍କ...

ନାବାଳିକା ବଳାତ୍କରୀଙ୍କୁ ୨୦ ବର୍ଷ କାରାଦଣ୍ଡ

କେନ୍ଦୁଝର, ୨୪ା୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଅତିରିକ୍ତ ଜିଲ୍ଲା ଦୌରାଜଜ ତଥା ସ୍ବତନ୍ତ୍ର ବିଚାରପତି ମୋନାଲିସା ମହାନ୍ତି ଆଜି ୧୨ ବର୍ଷ ବୟସ୍କା ନାବାଳିକା...

ନିର୍ମାଣ ଶ୍ରମିକ ସହାୟତା ରାଶି ବଣ୍ଟନରେ ବିଫଳ କେନ୍ଦୁଝର ଶ୍ରମ ବିଭାଗ

କେନ୍ଦୁଝର ୨୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାର ସମଗ୍ର ଜନ ସଂଖ୍ୟାର ଏକ ବୃହତ ଭାଗ ହେଉଛନ୍ତି ଶ୍ରମିକ ଆଉ ଉକ୍ତ ଶ୍ରମିକ ମାନଙ୍କ ମଧ୍ୟରୁ ସର୍ବାଧିକ...

ପ୍ରତିଧ୍ୱନୀ ନୃତ୍ୟୋତ୍ସବ ୨୦୨୪ ପାଳିତ

ଭୁବନେଶ୍ଵର,୨୧।୧୨: ଗୁରୁ ଦେବପ୍ରସାଦ ନୃତ୍ୟ ଧାରା, ସିଙ୍ଗାପୁର ପକ୍ଷରୁ ପ୍ରଥମ ଥର ପାଇଁ ଭୁବନେଶ୍ବର ସ୍ଥିତ ଜିକେସିଏମ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନର ଉତ୍କଳ ରଙ୍ଗମଞ୍ଚରେ ନୃତୋତ୍ସବ”...

ଚିଟ୍ ଫଣ୍ଡ ସ୍କାମର ଶିକାର ହୋଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀ,୨୪।୧୨: ଏକ ସମୟ ଏପରି ଥିଲା ଯେଉଁ ସମୟରେ ଓଡ଼ିଶାର ପ୍ରତ୍ୟେକ ଲୋକେ ଅଧିକ ଲାଭ ଆଶାରେ ଚିଟ୍ ଫଣ୍ଡରେ ଟଙ୍କା ନିବେଶ କରି ଠକାମିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri