ଅବକାରୀ ବିଭାଗର ଚଢ଼ାଉ: ଜଣେ ଗିରଫ, ୧ କେଜି ବ୍ରାଉନ୍‌ସୁଗାର, ବନ୍ଧୁକ ଜବତ

ଜଳେଶ୍ୱର, ୧୬।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ଷ୍ଟେଶନ ବଜାରସ୍ଥିତ ମିଲବାଡ଼ି ଅଞ୍ଚଳରେ ବୁଧବାର ଭୋରରେ ଜଳେଶ୍ବର ଅବକାରୀ ଏବଂ କଟକ କେନ୍ଦ୍ରୀୟ ଅବକାରୀ ବିଭାଗ ମିଳିତ ଭାବେ ଚଢ଼ାଉକରି ୧ କେଜି ବ୍ରାଉନସୁଗାର ସହ ଗୋଟିଏ ଚୋରା ବନ୍ଧୁକ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ମିଲବାଡି ଅଞ୍ଚଳର ସପନ କୁମାର ପ୍ରଧାନ।
ପ୍ରକାଶ ଯେ, ସପନ ଦୀର୍ଘଦିନ ହେବ ମିଲବାଡି ଅଞ୍ଚଳରେ ରହି ବ୍ରାଉନସୁଗାର ବେପାର କରିଆସୁଥିଲେ। କୌଣସି ସୂତ୍ରରୁ ଖବର ପାଇ ଅବକାରୀ ବିଭାଗ ଏହି ଚଢ଼ାଉ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri