ଅବସାଦ ଦୂର କରେ ଗୋଲମରିଚ

ଗୋଲମରିଚ ଯେ କେବଳ ଖାଦ୍ୟର ସ୍ୱାଦ ବଢାଏ ତା’ ନୁହେଁ ବରଂ ଏହାର ଔଷଧୀୟ ଗୁଣ ଶରୀରକୁ ଅନେକ ଲାଭ ପ୍ରଦାନ କରିଥାଏ । ଅନେକ ଗବେଷଣାରୁ ଜଣାପଡିଛି କି ଏଥିରେ ଥିବା ପିମ୍ପରମେଣ୍ଟ ଶରୀରରେ କ୍ୟାନସର ଭଳି ରୋଗକୁ ହେବାକୁ ଦେଇ ନ ଥାଏ । ସେହିପରି ସାଧାରଣ ଥଣ୍ଡାସର୍ଦ୍ଦି ପାଇଁ ବି ଏହା ଭଲ କାମ ଦିଏ । ଏହା ଶରୀରରେ ଖାଦ୍ୟ ହଜମ ପ୍ରକ୍ରିୟାରେ ସାହାଯ୍ୟ କରିଥାଏ । ଏହା ଗୁଣରେ ଆଣ୍ଟିବ୍ୟାକ୍ଟେିରିଆଲ । ତେଣୁ ଏହା ସାଧାରଣ ସର୍ଦ୍ଦିି, ଥଣ୍ଡା ଓ କାଶରୁ ଉପଶମ ଦେଇଥାଏ । ଆୟୁର୍ବେଦ ଅନୁଯାୟୀ, ଗୋଲମରିଚ ଗୁଣ୍ଡ ସହ ଗୋଟିଏ ଚାମଚ ମହୁ ମିଶାଇ ଖାଇଲେ ଖୁବ୍ ଲାଭ ମିଳିଥାଏ । ଗୋଲମରିଚର ବାହାର ଭାଗରେ ଫାଇଟୋନ୍ୟୁଟ୍ରିଏଣ୍ଟସ୍ ରହିଛି । ଯାହା ମେଦବହୁଳତାକୁ କମ୍ କରିଥାଏ । ନିୟମିତ ଗୋଲମରିଚ ଖାଇବା ଦ୍ୱାରା ଏହା ଅବସାଦ ଦୂର କରିଥାଏବାଲି କୁହାଯାଏ । ଏଥିରେ ଥିବା ଆଣ୍ଟି ଇନଫ୍ଲାମାଣ୍ଟୋରି ଗୁଣ ଗଣ୍ଠି ଦରଜରୁ ମୁକ୍ତି ଦେଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିର ତତ୍କାଳୀନ ଜିଲାପାଳଙ୍କ PA ଆତ୍ମହତ୍ୟା ମାମଲା: ଆଗୁଆ ଜାମିନ ଆବେଦନ ଖାରଜ

କଟକ,୨୫ା୪(କାର୍ତ୍ତିକ ସାହୁ/ପ୍ରଭୁ କଲ୍ୟାଣ ପାଲ୍‌): ମାଲକାନଗିରିର ତତ୍କାଳୀନ ଜିଲାପାଳ ମନିଷ ଅଗ୍ରୱାଲଙ୍କ ଅଡୁଆ ବଢ଼ିଛି। ବ୍ୟକ୍ତିଗତ ସହାୟକ ଆତ୍ମହତ୍ୟା ମାମଲାରେ ତାଙ୍କ ଆଗୁଆ ଜାମିନ ଆବେଦନକୁ...

ଖରା, ଗୁଳୁଗୁଳି ପରେ କାଳବୈଶାଖୀ ଭୟ, ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୫ା୪(ଅନୁରାଧା ମହାରଣା)- ଆସନ୍ତା ୨ଦିନ ରାଜ୍ୟରେ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେବାକୁ ଥିବାବେଳେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ମାତ୍ର...

ଆରଏମସିରେ ପଡିଛି ୨୦୨ କୋଟି, ବିକାଶ ହେଉନି ମଣ୍ଡି ଭିତ୍ତିଭୂମି ଗଛମୂଳେ ଧାନ ବିକ୍ରି କରୁଛନ୍ତି ଚାଷୀ

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ହେଉଥିବା ପ୍ରତ୍ୟେକ ଧାନ ସଂଗ୍ରହ ପ୍ରକ୍ରିୟାରେ ଜିଲାର ଅତାବିରା, ବରଗଡ଼ ଏବଂ ପଦ୍ମପୁର ନିୟନ୍ତ୍ରିତ ବଜାର କମିଟି (ଆରଏମସି) ସାମିଲ...

ବନ୍ଦଘରୁ ମିଳିଲା ଯୁବକଙ୍କ ମୃତଦେହ

ଦିଗପହଣ୍ଡି,୨୫।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହସପୁର ପଞ୍ଚାୟତ ହାଟପଦା ଗ୍ରାମର ବନ୍ଦଥିବା ଘରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଶୁକ୍ରବାର...

ଖଲ୍ଲିକୋଟ ସହରରେ ମାତିଛନ୍ତି ଚୋର: ୧୫ ଦିନରେ ୭ ଘରୁ ନେଇଗଲେଣି ଲକ୍ଷାଧିକ ଟଙ୍କା, ସୁନାଗହଣା

ଖଲ୍ଲିକୋଟ,୨୫ା୪ (ପ୍ରଶାନ୍ତ କୁମାର ମିଶ୍ର):ଖଲ୍ଲିକୋଟ ଥାନା ଅଞ୍ଚଳରେ ଦିନକୁ ଦିନ ବଢ଼ି ଚାଲିଛି ଚୋରି ଘଟଣା। ପ୍ରତି ରାତିରେ ଏବେ ଚୋରି ହେଉଛି। ବୁଧବାର ରାତିରେ...

ଚମକାଇଲା ନୂଆ ତଥ୍ୟ, ଯୁଦ୍ଧ କଲେ ପାକିସ୍ତାନର ହାରିବା ଥୟ

ନୂଆଦିଲ୍ଲୀ,୨୫।୪:ପହଲଗାମ ଆତଙ୍କବାଦୀ ଆକ୍ରମଣ, ଇଣ୍ଡସ ଜଳ ଚୁକ୍ତିର ସ୍ଥଗିତ ରଖାଯିବା ଏବଂ ଭାରତ ସହ ବୃଦ୍ଧି ପାଉଥିବା ଉତ୍ତେଜନା ସହ ଆଇଏମଏଫ (IMF) ଦ୍ୱାରା ପାକିସ୍ତାନର...

କୋଶଲ ସଂଗ୍ରାମୀଙ୍କୁ ଉଠାଇ ନେଲା ପୋଲିସ୍: ଡାକ୍ତରଖାନାରେ ଅନଶନ ଜାରି

ବରଗଡ଼, ୨୫।୪(ପ୍ରେମାନନ୍ଦ ଖମାରୀ) – ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ସମେତ ବିଭିନ୍ନ ଦାବି ନେଇ ବରଗଡ଼ ସହର ଉପକଣ୍ଠ ବୀରଛକରେ ଅନଶନରେ ବସିଥିବା ୩ଜଣ...

ମୋଦିଙ୍କୁ ସିଧା ଟାର୍ଗେଟ କଲେ ଶଙ୍କରାଚାର୍ଯ୍ୟ, କହିଲେ ପାକିସ୍ତାନ ବର୍ଡରରେ…

ନୂଆଦିଲ୍ଲୀ,୨୫।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ଉତ୍ତରାଖଣ୍ଡର ଜୋଶୀମଠ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image