Categories: ଜାତୀୟ

ଅଭିନନ୍ଦନଙ୍କ ସ୍କ୍ବାଡ୍ରନ୍‌କୁ ସମ୍ମାନୀତ କରିବ ବାୟୁସେନା

ନୂଆଦିଲ୍ଲୀ,୬।୧୦: ବାଲାକୋଟ ଏୟାର ଷ୍ଟ୍ରାଇକ୍‌ରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ୫୧-ସ୍କ୍ବାଡ୍ରନ୍‌କୁ ବାୟୁସେନା ସମ୍ମାନୀତ କରିବ । କମାଣ୍ଡିଙ୍ଗ୍‌ ଅଫିସର ଗ୍ରୁପ୍‌ କ୍ୟାପଟେନ୍‌ ସତୀଶ୍‌ ପଓ୍ବାର ଏହି ସମ୍ମାନ ବାୟୁସେନା ମୁଖ୍ୟ ଏୟାର ମାର୍ଶଲ ଆର୍‌.କେ.ଏସ୍‌. ଭଦୌରିୟାଙ୍କଠାରୁ ଗ୍ରହଣ  କରିବେ।

Share