ଅଭିନେତା କନରଙ୍କୁ ମିଳିଲା ଜାମିନ

ମୁମ୍ବାଇ,୭।୬: ଟେଲିଭିଜନ ଅଭିନେତା କରନ ଓବରଏଙ୍କୁ ଶୁକ୍ରବାର ବମ୍ବେ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ୩୪ ବର୍ଷୀୟ ଏହି ଅଭିନେତାଙ୍କ ନାଁର ଜଣେ ମହିଳା ଗତ ମାସରେ ବଳାତ୍କାର ଭଳି ସଙ୍ଗିନ ଅଭିଯୋଗ ଆଣିଥିଲେ। ୫୦ହଜାର ଟଙ୍କା ଦାଖଲ କରି କରନ ଜାମିନରେ ଆସିଥିବା ତାଙ୍କ ଓକିଲ କହିଛନ୍ତି।

Share