‘ଅମ୍ଫନ୍‌’ରେ ୧ ଲକ୍ଷ ହେକ୍ଟର ଚାଷ ଜମି ନଷ୍ଟ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍‌’ କ୍ଷୟକ୍ଷତି ନେଇ ରାଜ୍ୟ ସରକାର ପ୍ରାଥମିକ ରିପୋର୍ଟ ଦେଇଛନ୍ତି। ବାତ୍ୟାରେ ପ୍ରାୟ ୧ ଲକ୍ଷ ହେକ୍ଟର ଚାଷ ଜମି କ୍ଷତି ହୋଇଥିବା ଆକଳନ କରାଯାଇଛି। ପ୍ରାଥମିକ ଆକଳନ ଅନୁସାରେ ୧ ଲକ୍ଷ ହେକ୍ଟର ଫସଲ କ୍ଷତି ହୋଇଛି। ୨୬ ତାରିଖ ସୁଦ୍ଧା ଚୁଡ଼ାନ୍ତ ରିପୋର୍ଟ ଆକଳନ ହୋଇଯିବା ନେଇ ସରକାରଙ୍କ ପକ୍ଷରୁ ଶନିବାର କୁହାଯାଇଛି।

Share