Categories: ଜାତୀୟ

ଅରୁଣାଚଳ ପ୍ରଦେଶରେ ଭୂକମ୍ପ

ଇଟାନଗର,୧୯।୭: ଉତ୍ତରର୍ପୂବ ଅରୁଣାଚଳ ପ୍ରଦେଶରେ ଶୁକ୍ରବାର ଏକ ଭୂକମ୍ପ ଅନୁମୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୫.୫। ଆସାମରେ ମଧ୍ୟ ଏହା ସାମାନ୍ୟ ଅନୁଭୂତ ହୋଇଥିବା କୁହାଯାଉଛି। ପୂର୍ବ କାମେଙ୍ଗରେ ଏହାର କେନ୍ଦ୍ରସ୍ଥଳ ଥିବା ବେଳେ ଏଥିରେ କୌଣସି କ୍ଷୟକ୍ଷତି ହୋଇଥିବା ସୂଚନା ମିଳିନାହିଁ। ଅପରାହ୍ନ ପ୍ରାୟ ୨ଟା ୫୧ରେ ଏହି ଭୂକମ୍ପ ହୋଇଥିବା ସୂଚନା ମିଳିଛି।

Share