Categories: ଜାତୀୟ

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ପୁଞ୍ଚ,୭।୯: ଜମ୍ମୁ-କଶ୍ମୀର ପୁଞ୍ଚ ଜିଲାର କ୍ରିଷ୍ଣା ଘାଟି ସେକ୍ଟରେ ଶନିବାର ସକାଳେ ପାକିସ୍ତାନ ପୁଣି ଥରେ ଅସ୍ତ୍ରବିରିତି ଉଲ୍ଲଂଘନ କରିଛି। ହେଲେ ଏହାର କଡା ଜବାବ ଦେଇଛି ଭାରତୀୟ ସେନା। ଏପର୍ଯ୍ୟନ୍ତ ଏଥିରେ ମୃତାହତଙ୍କର କୌଣସି ସୂଚନା ମିଳିନାହିଁ। ସୂଚନାଯୋଗ୍ୟ, ଗତ ସପ୍ତାହରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିବା ଫଳରେ ଜଣେ ଯବାନ ଶହୀଦ ହୋଇଥିଲେ।

Share