Posted inଜାତୀୟ

ଆଇଏନ୍‌ଏକ୍ସ ମିଡିଆ ମାମଲା: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୭୧ ପୂର୍ବତନ ଅଧିକାରୀ

ନୂଆଦିଲ୍ଲୀ,୬ା୧୦: ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ଅର୍ଥ ମନ୍ତ୍ରଣାଳୟର ୪ ପୂର୍ବତନ ଅଫିସରଙ୍କ ବିରୋଧରେ ମାମଲାକୁ ନେଇ ୭୧ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଚିନ୍ତାବ୍ୟକ୍ତ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖିଛନ୍ତି। ଏଭଳି କାର୍ଯ୍ୟାନୁଷ୍ଠାନ ଉଦ୍‌ଯୋଗୀ ଓ ସଚ୍ଚୋଟ ଅଫିସରଙ୍କୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ନିରୁତ୍ସାହିତ କରିବ ବୋଲି ସେମାନେ ଜଣାଇଛନ୍ତି। ଉକ୍ତ ପତ୍ରରେ ପୂର୍ବତନ କ୍ୟାବିନେଟ ସଚିବ କେ.ଏମ୍‌. ଚନ୍ଦ୍ରଶେଖର, ପୂର୍ବତନ ବହିର୍ବ୍ୟାପାର ସଚିବ ତଥା ଜାତୀୟ ସୁରକ୍ଷା ପରାମର୍ଶଦାତା ଶିବଶଙ୍କର ମେନନ ପ୍ରମୁଖ ଅବସରପ୍ରାପ୍ତ ଅଧିକାରୀ ସ୍ବାକ୍ଷର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଦିଲ୍ଲୀରେ ମୋଦିଙ୍କର ୨୭୦୦ କୋଟିର ରାଜମହଲ; ଦିନରେ ୩ ଥର ପୋଷାକ ବଦଳାଉଛନ୍ତି, ୧୦ ଲକ୍ଷ ଟଙ୍କିଆ କଲମରେ ଲେଖୁଛନ୍ତି’

ନୂଆଦିଲ୍ଲୀ,୭।୧: ଦିଲ୍ଲୀରେ ନିର୍ବାଚନ ତାରିଖ ଘୋଷଣା ହେବାର ପରେ ପରେ ଆମ୍‌ ଆଦ୍‌ମୀ ପାର୍ଟୀର ବଡ଼ ନେତାମାନେ ଖବରଦାତା ସମ୍ମିଳନୀ କରି କେନ୍ଦ୍ର ସରକାର ଏବଂ...

୧୮୦ ସ୍ପିଡ୍‌ରେ ପିଟିହେଲା ଅଭିନେତା ଅଜିତଙ୍କ କାର୍, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୭।୧: ଦୁର୍ଘଟଣାର ଶିକାର ହୋଇଛନ୍ତି ତାମିଲ ଅଭିନେତା ଅଜିତ କୁମାର। ଦୁବାଇର ୨୪ ହାୱାର ରେସ୍ ୨୦୨୫ ପାଇଁ ପ୍ରସ୍ତୁତି କରୁଥିବା ସମୟରେ ଏହି ଦୁର୍ଘଟଣା...

ଦେଶରେ HMPV ଦେଖାଇଲା ଭୟଙ୍କର ରୂପ, ସ୍କୁଲ ଛୁଟି ଘୋଷଣା

ନୂଆଦିଲ୍ଲୀ,୭।୧: କରୋନା ପରେ ପୁଣି ଥରେ ଚାଇନାର ନୂଆ ଭାଇରସ ‘ହ୍ୟୁମାନ ମେଟାପ୍ନୁମୋ’ ବିଶ୍ୱକୁ ଭୟଭୀତ କରିବା ଆରମ୍ଭ କରିଛି। କୋଭିଡ ମହାମାରୀର ପ୍ରାୟ ୫...

ନେପାଳ ପରେ ଭାରତରେ ବଡ଼ ଧରଣର ଭୂକମ୍ପ ଝଟ୍‌କା! ଲୋକେ ଛାନିଆ…

ନୂଆଦିଲ୍ଲୀ,୭।୧: ମଙ୍ଗଳବାର ସକାଳୁ ଦେଶର ଅନେକ ରାଜ୍ୟରେ ଭୂକମ୍ପ ଅନୁଭୂତ ହୋଇଛି। ୟୁପି, ବିହାରରୁ ଦିଲ୍ଲୀ ପର୍ଯ୍ୟନ୍ତ ଏହି ଭୂକମ୍ପରେ ଲୋକମାନେ କମ୍ପନ ଅନୁଭବ କରିଛନ୍ତି।...

ମହାମାରୀ ରୂପ ନେବ HMPV ଭାଇରସ! ବଡ଼ ଭବିଷ୍ୟବାଣୀ କଲେ…

ନୂଆଦିଲ୍ଲୀ,୭।୧: HMPV ଭାଇରସକୁ ନେଇ ସାରା ବିଶ୍ୱରେ ଆତଙ୍କ ଖେଳିଯାଇଛି। ଏହି ସମୟରେ, ଭାରତରେ ମଧ୍ୟ ୬ଟିି ମାମଲା ଚିହ୍ନଟ ହେବା ପରେ ଲୋକେ ଭୟଭୀତ...

କୋର୍ଟଙ୍କ ବଡ଼ ରାୟ, ଶାଶୁଙ୍କୁ ରକ୍ଷଣାବେକ୍ଷଣ ଭତ୍ତା ଦେବେ ବୋହୂ

ନୂଆଦିଲ୍ଲୀ,୭।୧:ଅନୁକମ୍ପାମୂଳକ ନିଯୁକ୍ତି ପ୍ରସଙ୍ଗରେ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। କୋର୍ଟ କହିଛନ୍ତି ଯେ ଯେଉଁ ମହିଳା ସ୍ବାମୀଙ୍କ ମୃତ୍ୟୁ ପରେ...

ଚୋରି ପାଇଁ ଘରେ ପଶିଥିଲେ ଚୋର;ମୂଲ୍ୟବାନ ସାମଗ୍ରୀ ନ ମିଳିବାରୁ ମହିଳାଙ୍କୁ…

ମୁମ୍ବାଇ,୭।୧: ମୁମ୍ବାଇର ଉପାନ୍ତ ସହର ମାଲାଡରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଚୋରି କରିବାକୁ ଯାଇଥିବା ଚୋର କୌଣସି ମୂଲ୍ୟବାନ ସାମଗ୍ରୀ ନ ପାଇବାରୁ...

ଘୋଷଣା ହେଲା ଦିଲ୍ଲୀ ବିଧାନସଭା ନିର୍ବାଚନ ତାରିଖ, ୫ରେ ମତଦାନ ୮ରେ ଗଣତି

ନୂଆଦିଲ୍ଲୀ,୭।୧: ମଙ୍ଗଳବାର ଏକ ପ୍ରେସ କନଫରେନ୍ସ ମାଧ୍ୟମରେ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ଏହି ନିର୍ବାଚନ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri