ଆଇଏଫ୍‌ଏସ୍‌ ଅଧିକାରୀ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଓଡ଼ିଶାରେ କାର୍ଯ୍ୟରତ ଭାରତୀୟ ବନ ସେବା(ଆଇଏଫ୍‌ଏସ) ଅଧିକାରୀ ସ୍ତରରେ ଅଦଳବଦଳ କରାଯାଇଛି। ଏନେଇ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୦ ବ୍ୟାଚ୍‌ ଅଧିକାରୀ ସୁରେଶ ପନ୍ଥଙ୍କୁ ପିସିସିଏଫ୍‌ କାର୍ଯ୍ୟାଳୟରେ ନିଯୁକ୍ତି ଦିଆଯାଇଛି। ସୁରେଶ ବ୍ରହ୍ମପୁର ସର୍କଲର ଅତିରିକ୍ତ ପିସିସିଏଫ୍‌ ତଥା ଆରସିସିଏଫ୍‌ ଭାବେ କାର୍ଯ୍ୟ କରିଆସୁଥିଲେ। ସେହିଭଳି ୧୯୯୧ ବ୍ୟାଚ୍‌ର ଲିଙ୍ଗରାଜ ଓତାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ସ୍ବତନ୍ତ୍ର ସଚିବ ଦାୟିତ୍ୱ ଦିଆଯାଇଛି। ପ୍ରଶାନ୍ତ କୁମାର ମିଶ୍ରଙ୍କୁ ବ୍ରହ୍ମପୁର ସର୍କଲ ଆରସିସିଏଫ୍‌, ଦିବାକାର ମିଶ୍ରଙ୍କୁ ପିସିସିଏଫ୍‌(କେଏଲ୍‌)କାର୍ଯ୍ୟାଳୟରେ ନିଯୁକ୍ତି ଦିଆଯାଇଛି। ଅନ୍ୟମାନଙ୍କ ମଧ୍ୟରେ ପ୍ରଦୀପ୍ତ କୁମାର ମହାପାତ୍ରଙ୍କୁ ବଲାଙ୍ଗୀର ସର୍କଲର ଭାରପ୍ରାପ୍ତ ସିସିଏଫ୍‌(କେଏଲ୍‌), ମନୋଜ ମହାପାତ୍ରଙ୍କୁ ଭୁବନେଶ୍ୱର ସର୍କଲର ଭାରପ୍ରାପ୍ତ ଆରସିସିଏଫ୍‌ ଏବଂ ଭଞ୍ଜ କିଶୋର ସ୍ବାଇଁଙ୍କୁ ରାଉରକେଲା ସର୍କଲର ଭାରପ୍ରାପ୍ତ ଆରସିସିଏଫ୍‌ ଭାବେ ନିଯୁକ୍ତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍‌

ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍‌...

ଡବଲ ଇଞ୍ଜିନ ସରକାର ଉପରେ ବର୍ଷିଲେ ସାଗର

ଭବାନୀପାଟଣା,୨୩ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଭଳି ପବିତ୍ର ଗୃହରେ ବାବା ସାହେବ ଆମ୍ବେଡକରଙ୍କ ନାମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅପମାନଜନକ ଶବ୍ଦ ବ୍ୟବହାର...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

ନବୀନଙ୍କ ଉପରେ ବହିକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୧୨(ସୁନିତ୍‌ ମିଶ୍ର): ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ‘ନବୀନ ପଟ୍ଟନାୟକ- ଦ ଅଥରିଟେଟିଭ ବାୟୋଗ୍ରାଫି ରିଭାଇଜ୍‌ଡ ଆଫ୍ଟର ୨୦୨୪ ଇଲେକ୍ସନ’ ପୁସ୍ତକ ଉନ୍ମୋଚନ ହୋଇଯାଇଛି। ସେ...

ବଢ଼ିଲା ଶୀତ, ପୁଣି ଆସୁଛି ବର୍ଷା

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): ଲଘୁଚାପଜନିତ ଅଦିନିଆ ବର୍ଷା ଛାଡିଯାଇଥିଲେ ମଧ୍ୟ ରବିବାରଠାରୁ ରାଜ୍ୟରେ ଶୀତର ପରିମାଣ ବଢ଼ିଛି। ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା ଥିବାରୁ...

ଜଳସମ୍ପଦର ସୁରକ୍ଷା ପାଇଁ ଶପଥ ପାଠ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ସ୍ଥିତ ଘୋଡାହାଡ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ପରିସରରେ ରବିବାର ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ସମାରୋହ...

ପ୍ରାକ୍‌ ବଜେଟ ପାଇଁ ପ୍ରସ୍ତୁତି ଆରମ୍ଭ: ଓଡ଼ିଶା ପାଇଁ ୯ ପ୍ରସ୍ତାବ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨ା୧୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ନେତୃତ୍ୱରେ ରବିବାର ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଦୁଇ ବାଇକ୍‌ ମୁହାଁମୁହିଁ, ଚାଲିଗଲା ଦୁଇ ଜୀବନ 

ନବରଙ୍ଗପୁର,୨୨।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁର ସହର ଗ୍ଲେଜ ହୋଟେଲ ସମ୍ମୁଖ ରାସ୍ତାରେ ଦୁର୍ଘଟଣା ଘଟି ୨ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ବଡ଼ଡାଇଭଟ୍ଟା ଅଞ୍ଚଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri