Posted inଜାତୀୟ

ଆଇଏସ୍‌ଆଇଠାରୁ ପାଣ୍ଠି ଯୋଗାଡ଼ କରୁଛନ୍ତି ଭାଜପା ଏବଂ ବଜରଙ୍ଗ ଦଳ: ଦିଗ୍‌ବିଜୟ ସିଂ

ନୂଆଦିଲ୍ଲୀ,୧।୯: କଂଗ୍ରେସର ବରିଷ୍ଠ ନେତା ଦିଗ୍‌ବିଜୟ ସିଂଙ୍କ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ଦିଗ୍‌ବିଜୟ ଅଭିଯୋଗ କରିଛନ୍ତି ଯେ, ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପାଇଁ ମୁସଲମାନ୍‌ଙ୍କ ଅପେକ୍ଷା ଅଣ-ମୁସଲମାନ୍‌ ଅଧିକ ଗୁପ୍ତଚର କାର୍ଯ୍ୟ କରୁଛନ୍ତି। ଭାଜପା ଏବଂ ବଜରଙ୍ଗ ଦଳର ସଦସ୍ୟ ଆଇଏସ୍‌ଆଇଠାରୁ ପାଣ୍ଠି ଯୋଗାଡ଼ କରି ଏଭଳି କାର୍ଯ୍ୟ କରୁଥିବା ଅଭିଯୋଗ କରିଛନ୍ତି ଦିଗ୍‌ବିଜୟ। ଏହା ସହିତ ଭାରତର ସଙ୍କଟ ଜନକ ଅର୍ଥବ୍ୟବସ୍ଥା ପାଇଁ ଦିଗ୍‌ବିଜୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦାୟୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ସ୍ବପ୍ନରେ ଦେଖିଛି ଯେ ରାଷ୍ଟ୍ରପତି ଭବନ ତଳେ ଶିବଲିଙ୍ଗ ଅଛି’

ନୂଆଦିଲ୍ଲୀ,୩।୧: ସମ୍ଭଲ ଶାହି ଜାମା ମସଜିଦ୍‌ ବିବାଦକୁ ନେଇ ସାରା ଦେଶରେ ଚର୍ଚ୍ଚା ହେଉଥିବା ବେଳେ କଂଗ୍ରେସ ନେତା ରସିଦ ଅଲଭି ବିବାଦୀୟ ବୟାନ ଦେଇଛନ୍ତି।...

ଭାଜପା ପାଖରେ ନାହିଁ ମୁଖ୍ୟମନ୍ତ୍ରୀ ପ୍ରାର୍ଥି: କେଜରିଓ୍ବାଲ

ନୂଆଦିଲ୍ଲୀ,୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ରାଜଧାନୀରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଉଛି। ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀ ସରକାରଙ୍କ ଉପରେ ବର୍ଷିବା ସହ...

ମୁଁ ବି କାଚର ଘର ତିଆରି କରିପାରି ଥାଆନ୍ତି, ଟାର୍ଗେଟରେ ପୂର୍ବତନ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୩।୧: ଚଳିତ ବର୍ଷ ଫେବୃଆରୀରେ ହେବାକୁ ଥିବା ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବିଗୁଲ ବଜାଇଛନ୍ତି। ପ୍ରଧାନମନ୍ତ୍ରୀ ରୋହିଣୀର ଜାପାନୀ...

ଏନ୍‌କାଉଣ୍ଟରରେ ଟଳିପଡ଼ିଲେ ୩ ମାଓବାଦୀ

ଭୁବନେଶ୍ୱର,୩।୧: ଛତିଶଗଡ଼ ଗରିଆବନ୍ଧ ଜିଲାରେ ଶୁକ୍ରବାର ଏକ ବଡ଼ ଧରଣର ଏନ୍‌କାଉଣ୍ଟର ଘଟିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ମାଓବାଦୀ ନିହତ ହୋଇଥିବା ଜଣାପଡିଛି। ଗରିଆବନ୍ଧ ଅଞ୍ଚଳରେ...

ହସିନାଙ୍କୁ ମାଗୁଛି ବାଂଲାଦେଶ, ହେଲେ ୟୁନୁସ ସରକାର କରିଦେଲେ ଏମିତି ଭୁଲ, ଏବେ ଭାରତ କ’ଣ କରିବ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୩।୧: ବାଂଲାଦେଶ ବାରମ୍ବାର ଶେଖ ହସିନାଙ୍କ ପ୍ରତ୍ୟର୍ପଣ ଦାବି କରୁଛି। ସେ ଭାରତକୁ ନିବେଦନ କରିଛି। ଏବେ ପ୍ରଶ୍ନ ହେଉଛି ଭାରତ ଶେଖ ହସିନାଙ୍କୁ ହସ୍ତାନ୍ତର...

‘ଅତୁଲଙ୍କ ଭଳି ମୁଁ ବି କରିବି ଆତ୍ମହତ୍ୟା’, ନିକିତାଙ୍କ ଜାମିନ ଶୁଣାଣି ପୂର୍ବରୁ କାହିଁକି ଏମିତି କହିଲେ ଚାଚା

ବେଙ୍ଗାଲୁରୁ,୩।୧: ଏଆଇ ଇଞ୍ଜିନିୟର ଅତୁଲ ସୁଭାଷଙ୍କ ଆତ୍ମହତ୍ୟା ମାମଲା ଦେଶର ମୁଖ୍ୟ ପ୍ରସଙ୍ଗ ହୋଇ ରହିଛି। ନିକିତା ସିଙ୍ଗାନିଆ, ନିଶା ସିଙ୍ଗାନିଆ ଏବଂ ଅନୁରାଗଙ୍କ ଜାମିନ...

ମହିଳାଙ୍କ ମଙ୍ଗଳସୂତ୍ର ଚୋରି କରୁଛନ୍ତି ସରକାର: ଜୟରାମ

ନୂଆଦିଲ୍ଲୀ,୩।୧: ନିକଟରେ ଏକ ରିପୋର୍ଟ ଆସିଲା, ଯେଉଁଥିରେ ପ୍ରକାଶ ପାଇଲା ଯେ ସୁନା ବନ୍ଧକ ରଖି ଋଣ ନେଉଥିବା ଲୋକଙ୍କ ସଂଖ୍ୟା କ୍ରମାଗତ ଭାବେ ବଢିବାରେ...

ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ସରଗରମ ରାଜନୀତି। ସୂଚନାନୁସାରେ, କେନ୍ଦ୍ରୀୟ ନିର୍ବାଚନ ଆୟୋଗ ୭କିମ୍ବା ୮ଜାନୁଆରୀରେ ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ ଘୋଷଣା କରିପାରନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri