Categories: ଜାତୀୟ

ଆଇପିଏସ୍‌ ଓ୍ବାଟର ସ୍ପୋର୍ଟସ ଇଭେଣ୍ଟ ସମୟରେ ଓଲଟିଲା ଡଙ୍ଗା

ଭୋପାଳ,୨୦।୨: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଇଣ୍ଡିଆନ ପୋଲିସ ସର୍ଭିସ(ଆଇପିଏସ୍‌) ଓ୍ବାଟର ସ୍ପୋର୍ଟସ ଇଭେଣ୍ଟ ସମୟରେ ଏକ ବଡ ଦୁର୍ଘଟଣାକୁ ଏଡାଇ ଦିଆଯାଇ ପାରିଛି। ଏହି ଇଭେଣ୍ଟ ଆୟୋଜିତ ହୋଇଥିବା ହ୍ରଦରେ ଗୋଟିଏ ଡଙ୍ଗା ଓଲଟି ପଡିଥିଲା। ଏଥିରେ ଥିବା ଆଇପିଏସ୍‌ ଓ ତାଙ୍କ ପରିଜନମାନଙ୍କୁ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ତୁରନ୍ତ ଉଦ୍ଧାର କରିବା ଫଳରେ ଏକ ବଡ ଦୁର୍ଘଟଣାକୁ ଏଡାଇ ଦିଆଯାଇ ପାରିଛି।

Share