ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୬।୫(ବ୍ୟୁରୋ): ବୁଧବାର ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ବାଲେଶ୍ୱର ଜିଲାର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୬୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

Share