ଆଉ ୨ କରୋନା ଆକ୍ରାନ୍ତ ସୁସ୍ଥ: ରାଜ୍ୟରେ ମୋଟ୍‌ ସୁସ୍ଥ ହେଲେଣି ୩୭

ଭୁବନେଶ୍ୱର, ୨୭।୪(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଉଭୟ ଭୁବନେଶ୍ୱରର। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି ୨ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୩୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Share