CORONAVIRUS UPDATE: ଆଉ ୩ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ଛୁଇଁଲା୧୨୮

ଭୁବନେଶ୍ୱର,୩୦।୪:(ବ୍ୟୁରୋ)- ପୁଣି ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮ରେ ପହଞ୍ଚିଛି। ଗୁରୁବାର ଚିହ୍ନଟ ୩ ପଜିଟିଭ୍ ଯାଜପୁର ଜିଲ୍ଲାର ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍ ରେ ସୂଚନା ଦିଆଯାଇଛି।

 

Share