ଆଖି ଡେଇଁଥାଏ କାହିଁକି…

ବେଳେ କେତେକଙ୍କର ଆଖି ଡେଇଁଥାଏ। ଏହା କେତେକ ଶାରୀରିକ ସମସ୍ୟା ଯୋଗୁ ସୃଷ୍ଟି ହୋଇଥାଏ ବୋଲି ଚିକିତ୍ସକ କହିଥାନ୍ତି। ବୈଜ୍ଞାନିିକ ଦୃଷ୍ଟିକୋଣରୁ ଅତ୍ୟଧିକ ଚା, କଫି, ମୃଦୁ ପାନୀୟ,ଚକୋଲେଟ ଖାଇଲେ ଏପରି ହୋଇଥାଏ। ଏସବୁରେ କାଫେନ୍‌ ନାମକ ରାସାୟନିକ ପଦାର୍ଥ ଅଧିକ ମାତ୍ରାରେ ଥାଏ। ଏହାଯୋଗୁ ପେଟ ଗରମ ହୋଇ ଏପରି ହୁଏ। ସେହିପରି ଶରୀରରେ ମ୍ୟାଗ୍ନେସିୟମ୍‌ ମାତ୍ରା ବଢ଼ିଲେ ମଧ୍ୟ ଏଭଳି ହୋଇଥାଏ ବୋଲି ଚିକିତ୍ସକ କହିଥାନ୍ତି।

Share