ଆଜିଠାରୁ ବାହାର ରାଜ୍ୟକୁ ଗଡ଼ିବନି ବସ୍‌

ଭୁବନେଶ୍ୱର,୨୨।୩(ବ୍ୟୁରୋ): ରବିବାରଠାରୁ ଆନ୍ତଃରାଜ୍ୟ ବସ୍‌ ଚଳାଚଳ ବନ୍ଦ ରହିବ। ରାଜ୍ୟରୁ କୌଣସି ବସ୍‌ ଅନ୍ୟ ରାଜ୍ୟକୁ ଗଡ଼ିବ ନାହିଁ। ଏନେଇ ଘରୋଇ ମାଲିକ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇଛନ୍ତି।

Share