ଆଜି କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଦିନ ୧୨ଟା ୧୫ ମିନିଟ୍‌ରେ ଲୋକସେବା ଭବନରେ ଏହା ଅନୁଷ୍ଠିତ ହେବ। ବିଧାନସଭା ଶୀତ ଅଧିବେଶନ ଜାରି ରହିଥିବାରୁ କେଉଁ ନିର୍ଦ୍ଦିଷ୍ଟ ପ୍ରସ୍ତାବ ଗୃହୀତ ହେବ, ସେ ନେଇ କୌଣସି ସୂଚନା ମିଳିନାହିଁ।

Share