Categories: ବାଣିଜ୍ୟ

ଆଜି ବନ୍ଦ ରହିବ ବ୍ୟାଙ୍କ

ଭୁବନେଶ୍ୱର,୧୫-୧: ବୁଧବାର ମକର ସଂକ୍ରାନ୍ତି ଯୋଗୁ ରାଜ୍ୟରେ ବିଭିନ୍ନ ବ୍ୟାଙ୍କ ଏବଂ ବ୍ୟାଙ୍କିଙ୍ଗ୍‌ ପ୍ରତିଷ୍ଠାନଗୁଡିକ ବନ୍ଦ ରହିବ। ଫଳରେ ଲୋକଙ୍କୁ ସେବା ଉପଲବ୍ଧ ହେବ ନାହିଁ। ସେହିଭଳି ଏହି ଦିନ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ ଶିକ୍ଷାନୁଷ୍ଠାନ ମକର ଲାଗି ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

Share