ଆଜି ବାହୁଡ଼ା ଯାତ୍ରା : ପହଣ୍ଡି ପରେ ରଥାରୂଢ଼ ହେଲେ ପ୍ରଭୁ ସୁଦର୍ଶନ

ପୁରୀ ଅଫିସ,୧୨।୭: ଆଜି ଶ୍ରୀଜୀଉଙ୍କ ବାହୁଡ଼ା ଯାତ୍ରା। ଜନ୍ମବେଦିରୁ ରତ୍ନବେଦିକୁ ବାହୁଡ଼ିବେ ତିନିଠାକୁର। ଏନେଇ ପ୍ରଥମେ ମହାପ୍ରଭୁ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ପୂର୍ବାହ୍ନ ୯.୧୫ରେ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇ ୯.୩୦ରେ ରଥାରୂଢ଼ ହୋଇଛନ୍ତି।

Share