ଆଜି ଭୁବନେଶ୍ୱରରୁ ୫ ଆକ୍ରାନ୍ତ ଚିହ୍ନଟ: ୭ ସୁସ୍ଥ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

 

Share