ଆଜି ମହାଲକ୍ଷ୍ମୀ ପାଳିବେ ଋଷିପଞ୍ଚମୀ ବ୍ରତ

ପୁରୀ ଅଫିସ, ୧ା୯:ଶ୍ରୀମନ୍ଦିରରେ ଗୁରୁବାର ଋଷି ପଞ୍ଚମୀ ନୀତି ଅନୁଷ୍ଠିତ ହେବ। ଶ୍ରୀଦେବୀ (ମହାଲକ୍ଷ୍ମୀ) ମାର୍କଣ୍ଡେୟ ଋଷିଙ୍କ ଆଶ୍ରମକୁ ଯାଇ ଋଷିପଞ୍ଚମୀ ବ୍ରତ ପାଳନ କରିବେ। ସକାଳ ଧୂପ ବଢ଼ିବା ପରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରୁ ମହାଲକ୍ଷ୍ମୀ ଆଜ୍ଞାମାଳ ପାଇ ମହାଜନ ସେବକଙ୍କ ହସ୍ତରେ ସାତପାହାଚସ୍ଥିତ ପାଲିଙ୍କିରେ ବିଜେ ହୋଇ ମାର୍କଣ୍ଡେୟ ମନ୍ଦିର ଅଭିମୁଖେ ଯିବେ। ସେଠାରେ ମାଜଣା, ବନକଲାଗି ପରେ ପୂଜାପଣ୍ଡାମାନେ ଋଷିପଞ୍ଚମୀ ବ୍ରତ କଥା ପାଠ କରିବେ। ଏହାପରେ ଶୀତଳ ଭୋଗ ମଣୋହି କରାଯାଇ ବନ୍ଦାପନା ହେବ। ନୀତି ସମ୍ପନ୍ନ ପରେ ମହାଲକ୍ଷ୍ମୀ ଶ୍ରୀମନ୍ଦିରକୁ ବାହୁଡ଼ା ବିଜେ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦାଉ ସାଧୁଛି ଅଦିନିଆ ବର୍ଷା: ଖୋଲା ଆକାଶ ତଳେ ଭିଜୁଛି ଧାନ

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କାରଣରୁ ଗତ ୨ଦିନ ହେଲା କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା...

ଚାଲିଛି ବାଘ-ଛେଳି ଖେଳ

ବାରିପଦା,୨୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ପଶ୍ଚିମବଙ୍ଗର ପୁରୁଲିଆ ଜିଲା ରାଇକିଆ ପାହାଡ଼ ସଂଲଗ୍ନ କ୍ୱିଲାପାଳ ଜଙ୍ଗଲରେ ବୁଲୁଥିବା ମହାବଳ ବାଘୁଣୀ ଜିନ୍ନତକୁ ଧରିବା ପାଇଁ ବନ ବିଭାଗ...

ମାର୍ଚ୍ଚ ସୁଦ୍ଧା ସବୁ ଥାନାରେ ସିସିଟିଭି କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

କଟକ,୨୫ା୧୨ (କାର୍ତ୍ତିକ ସାହୁ): ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ସିସିଟିଭି ବ୍ୟବସ୍ଥା କାର୍ଯ୍ୟକ୍ଷମ କରାଇବାକୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ...

୬ ବର୍ଷର ଝିଅକୁ ଝୁଣି ମାରିଦେଲେ କୁକୁର

ବୋରିଗୁମ୍ମା, ୨୪।୧୨(ବିଜୟ ସାହୁ): କୋରାପୁଟ ଜିଲା ବୋରିଗୁମ୍ମା ଥାନା ଅଧୀନ ପୁପୁଗାଁରେ ଏକ ୬ବର୍ଷର ଶିଶୁକନ୍ୟାଙ୍କୁ ବୁଲା କୁକୁରମାନେ କାମୁଡ଼ିକାମୁଡ଼ି ମାରିଦେଇଥିବା ଜଣାପଡ଼ିଛି। ମୃତକ ହେଲେ...

କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ଲୋଗୋ ଉନ୍ମୋଚନ, ପଞ୍ଚାୟତ ସ୍ତରୀୟ ଉତ୍ସବର ଶୁଭ ଉଦଘାଟନ

କେସିଙ୍ଗା, ୨୪ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କୁଣ୍ଡାବନ୍ଧ ଗ୍ରାମ ପଞ୍ଚାୟତର ଯୋଗମାୟା ପୀଠ ପରିସରରେ କେସିଙ୍ଗା ଗୋଷ୍ଠୀ ଅଧିକାରୀ ପଦ୍ମନାଭ ପୁରୋହିତଙ୍କ...

ନାବାଳିକା ବଳାତ୍କରୀଙ୍କୁ ୨୦ ବର୍ଷ କାରାଦଣ୍ଡ

କେନ୍ଦୁଝର, ୨୪ା୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଅତିରିକ୍ତ ଜିଲ୍ଲା ଦୌରାଜଜ ତଥା ସ୍ବତନ୍ତ୍ର ବିଚାରପତି ମୋନାଲିସା ମହାନ୍ତି ଆଜି ୧୨ ବର୍ଷ ବୟସ୍କା ନାବାଳିକା...

ନିର୍ମାଣ ଶ୍ରମିକ ସହାୟତା ରାଶି ବଣ୍ଟନରେ ବିଫଳ କେନ୍ଦୁଝର ଶ୍ରମ ବିଭାଗ

କେନ୍ଦୁଝର ୨୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାର ସମଗ୍ର ଜନ ସଂଖ୍ୟାର ଏକ ବୃହତ ଭାଗ ହେଉଛନ୍ତି ଶ୍ରମିକ ଆଉ ଉକ୍ତ ଶ୍ରମିକ ମାନଙ୍କ ମଧ୍ୟରୁ ସର୍ବାଧିକ...

ବିଜେଡି ନେତା ଭାଜପା ମୁହାଁ:ଭାଜପାରେ ମିଶିଲେ ୯ ସରପଞ୍ଚ, ୪ ସମିତିସଭ୍ୟ

ଯାଜପୁର/କୋରେଇ (ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୨୪/୧୨:ଗତ ଲୋକ ସଭା ନିର୍ବାଚନରେ ଯାଜପୁର ଆସନର ଫଳାଫଳକୁ ଦେଖିଲେ ଭାଜପା ଓ ବିଜେଡି ମଧ୍ୟରେ ହାରଜିତ୍‌ ବ୍ୟବଧାନ ମାତ୍ର ୦.୧୪%...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri