ଆଜି ସନ୍ଧ୍ୟା ୭.୪୫ରେ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ଗୁରୁବାର ସନ୍ଧ୍ୟା ୭ଟା ୪୫ରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଏଥିରେ ଆଡ୍‌ଭୋକେଟ୍‌ ଜେନେରାଲ୍‌ ଉପସ୍ଥିତ ରହିବେ। ଏହାଛଡ଼ା ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ଉନ୍ନୟନ କମିଶର, ଆଇନ ସଚିବ ଏବଂ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।

Share