ଆଠମଲ୍ଲିକରେ ରମେଶ ସାଏ ୧୪୫୫୧ ଭୋଟରେ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୧୫ ରାଉଣ୍ଡ ଶେଷସୁଦ୍ଧା ୧୪୫୫୧ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର ସାଏ ମୋଟ୍‌ ୩୩୫୦୧ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଭାଗୀରଥି ପ୍ରଧାନ ୧୮୯୫୦ ଖଣ୍ଡ ଭୋଟ ପାଇଛନ୍ତି। କଂଗ୍ରେସର ବିଜୟାନନ୍ଦ ଚାଉଳିଆ ୧୦୪୩୩ ଭୋଟ ପାଇଛନ୍ତି।