ଆଫଗାନିସ୍ତାନରେ ଭୟାନକ ବିସ୍ଫୋରଣ: ୧୧ ମୃତ

କାବୁଲ, ୧୪।୬: ଆଫଗାନିସ୍ତାନର ଜଲାଲାବାଦରେ ପୋଲିସ ସୁରକ୍ଷାକର୍ମୀଙ୍କ ଚେକିଂ ପୋଷ୍ଟ ନିକଟରେ ଭୟାନକ ଆତଙ୍କବାଦୀ ବିସ୍ପୋରଣ ଘଟିଛି। ଏଥିରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୩ ଜଣ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଇସଲାମିକ ଷ୍ଟେଟ (ଆଇଏସ) ଦ୍ୱାରା କରାଯାଇଛି ବୋଲି ରାଜ୍ୟପାଳଙ୍କ ମୁଖପାତ୍ର ଅତାହୁଲ୍ଲାହ କହିଛନ୍ତି।

Share