ଆମେରିକା: କରୋନା ସଂକ୍ରମଣରେ ୬୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ

ଓ୍ବାଶିଂଟନ,୧।୫: କରୋନା କବଳରେ ଆମେରିକା। ସେଠାରେ ପ୍ରତି ୨୪ ଘଣ୍ଟାରେ ଏବେବି ୨ ହଜାରରୁ ଊଦ୍ଧ୍ୱର୍ର୍ ଲୋକଙ୍କ ମୃତ୍ୟୁ ସରକାରଙ୍କ ଚିନ୍ତାକୁ ଦ୍ୱିଗୁଣିତ କରିଛନ୍ତି। ଗୁରୁବାର ସୁଦ୍ଧା ସେଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୦୬୯,୫୩୪ ଥିବା ବେଳେ ମୃତକଙ୍କ ସଂଖ୍ୟା ୬୩,୦୦୧ରେ ପହଞ୍ଚିଛି। ନଭେଲ କରୋନା ଭାଇରସ ସଂକ୍ରମଣରେ ବିଶ୍ୱରେ ୩.୨ ମିଲିୟନ ଲୋକ ସଂକ୍ରମିତ ହୋଇଥିବା ବେଳେ ପ୍ରାୟ ୨,୩୩,୦୦୦ଜଣଙ୍କ ମୃତ୍ୟୁ ହୋଇସାରିଥିବା ଜଣାପଡିଛି।

Share