ମେଗା କୁଇଜ୍‌ ଇଭେଣ୍ଟ୍‌ ‘ମେଟଲ୍‌ମିଟ୍‌-୨୦୧୯’ ଆରମ୍ଭ

ଭୁବନେଶ୍ୱର,୩।୮(ବ୍ୟୁରୋ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶାପୋଷ୍ଟ’ ପକ୍ଷରୁ ଆୟୋଜିତ ମେଗା କୁଇଜ୍‌ ପ୍ରତିଯୋଗିତା ‘ମେଟଲ୍‌ମିଟ୍‌ ୨୦୧୯’ ଭୁବନେଶ୍ୱରର ହୋଟେଲ୍‌ ସ୍ବସ୍ତି ପ୍ରିମିୟମ୍‌ଠାରେ ଆରମ୍ଭ ହୋଇଛି। ଓଡ଼ିଶାର ପ୍ରମୁଖ ସ୍କୁଲ୍‌, କଲେଜ ଓ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ର ଏହି ପ୍ରତିଯୋଗିତା ପାଇଁ ଏଠାରେ ଆସି ପହଞ୍ଚିଛନ୍ତି।

ସକାଳ ୮ଟାରୁ ରେଜିଷ୍ଟ୍ରେଶନ ହେବା ପରେ ପ୍ରତିଯୋଗୀମାନେ ଇଭେଣ୍ଟ ପୂର୍ବରୁ ନିଜ ମେଣ୍ଟରମାନଙ୍କ ସହ ପ୍ରସ୍ତୁତି ଚଳାଇଛନ୍ତି। ଏହି ଇଭେଣ୍ଟର ହୋଷ୍ଟ ଅଛନ୍ତି ଭାରତର ପ୍ରସିଦ୍ଧ କୁଇଜ୍‌ମାଷ୍ଟର ଅଜୟ ପୁନିଆ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ସ୍ବାୟତ୍ତତା ଉଦ୍ୟମ: ଉଚ୍ଚସ୍ତରୀୟ କମିଟି ଗଢ଼ିଲେ ଷ୍ଟାଲିନ୍‌

ଚେନ୍ନାଇ,୧୬।୪:ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମ୍‌. କରୁଣାନିଧି କେନ୍ଦ୍ର-ରାଜ୍ୟ ସମ୍ପର୍କର ଅନୁଧ୍ୟାନ ପାଇଁ ଏକ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ପୂର୍ବରୁ ପି.ଭି. ରାଜମାନ୍ନାର କମିଟି ଗଠନ କରିଥିଲେ।...

ଶରଣକୁଳ ଥାନା ଏସ୍‌ଆଇଙ୍କୁ ଧରିଲା ଭିଜିଲାନ୍ସ: ମାମଲାରେ ସହଯୋଗ ପାଇଁ ନେଉଥିଲେ…

ଭୁବନେଶ୍ୱର,୧୬।୪(ସତ୍ୟଜିତ୍‌ ରାଉତ): ଏକ ଆପରାଧିକ ମାମଲାରେ ସହଯୋଗ କରିବା ପାଇଁ ବିଚାରବିଭାଗୀୟ ହାଜତରେ ଥିବା ଜଣେ ଅଭିଯୁକ୍ତଙ୍କ ଝିଅଙ୍କଠୁ ୪ ହଜାର ଟଙ୍କା ଲାଞ୍ଚ ନେବାବେଳେ...

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଇଣ୍ଡା,୧୬।୪(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ...

SHG ମହିଳାଙ୍କ ପାଇଁ ଖୁସି ଖବର: ବିନା ସୁଧରେ ସରକାର ଦେବେ ୧୦ ଲକ୍ଷ ଟଙ୍କା ଋଣ

ଭୁବନେଶ୍ୱର, ୧୫ା୪(ସୁନିତ୍‌ ମିଶ୍ର):ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍‌ଏଚ୍‌ଜି)ଗୁଡ଼ିକ ପାଇଁ ସୁଧମୁକ୍ତ ଋଣ ବ୍ୟବସ୍ଥାକୁ ରାଜ୍ୟ ସରକାର ଜାରି ରଖିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ...

ହିନ୍ଦୀରେ ଇଂଲିଶ୍‌ ନାମ

ଚଳିତ ଶିକ୍ଷାବର୍ଷ ଆରମ୍ଭରୁ ଜାତୀୟ ଶୈକ୍ଷିକ ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (ଏନ୍‌ସିଇଆର୍‌ଟି) ଇଂଲିଶ୍‌-ମାଧ୍ୟମ ସ୍କୁଲଗୁଡ଼ିକରେ ପ୍ରଚଳିତ ନୂଆ ପାଠ୍ୟ ପୁସ୍ତକର ହିନ୍ଦୀ ନାମକରଣ କରିଛି,...

ସକାଳୁ ସକାଳୁ ଆଫଗାନିସ୍ତାନରେ ଭୂକମ୍ପ: ଲୋକେ ଭୟଭୀତ

କାବୁଲ,୧୬।୪: ଭାରତର ପଡ଼ୋଶୀ ଦେଶ ଆଫଗାନିସ୍ତାନରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିବା ସୂଚନା ମିଳିଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) କହିଛି ଯେ, ବୁଧବାର...

ଆଜି ଝଡ଼ବର୍ଷା: ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା

ଭୁବନେଶ୍ୱର,୧୬ା୪(ଅନୁରାଧା ମହାରଣା):ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ଜାରି ରହିଥିବାବେଳେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଝଡ଼ବର୍ଷାର ପ୍ରଭାବ ରହିବ। ବୁଧବାର ମୟୂରଭଞ୍ଜ,...

ଓଡ଼ିଶାରେ ୫ ବର୍ଷରେ ୮,୪୦୩ ଶିଶୁ ନିଖୋଜ

ଭୁବନେଶ୍ୱର, ୧୬।୪(ସତ୍ୟଜିତ୍‌ ରାଉତ):ରାଜ୍ୟରେ ଗତ ୫ ବର୍ଷରେ ୮ ହଜାର ୪୦୩ ଜଣ ଶିଶୁ ନିଖୋଜ ଅଛନ୍ତି। ବିଧାନସଭାରେ ଗତ ଫେବୃଆରୀ ୧୭ରେ ବାଲିଗୁଡ଼ା ବିଧାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image