ଆର୍‌ଟିଆଇ ସଂଶୋଧନକୁ ବିରୋଧ

ଫୁଲବାଣୀ ଅଫିସ, ୨୮।୭-କେନ୍ଦ୍ର ସରକାର ଆରଟିଆଇ ବିଲ୍‌ ସଂଶୋଧନ ଆଣି ଉଭୟ ସଦନରେ ପାରିତ କରିଛନ୍ତି। ହେଲେ ଏହା ଠିକ୍‌ ନୁହେଁ ବୋଲି ଆର୍‌ଟିଆଇ (ଜନ ସୂଚନା ଅଧିକାର) କର୍ମୀ କହିଛନ୍ତି। ଏହି କ୍ରମରେ ରବିବାର ଫୁଲବାଣୀର ସୂଚନା ଅଧିକାରୀ କର୍ମୀ ମଧ୍ୟ ନିଜର ଅସନ୍ତୋଷ ପ୍ରକାଶ କରି ବଜାର ପେଟ୍ରୋଲ ପମ୍ପ ସମ୍ମୁଖରେ ବ୍ୟାନର ଧରି ଆର୍‌ଟିଆଇ ସଂଶୋଧନକୁ ବିରୋଧ କରିଛନ୍ତି। ଜନ ସୂଚନା ଅଧିକାର ଆଇନର ସମ୍ବିଧାନ ସଂଶୋଧନ କେନ୍ଦ୍ର ସରକାରଙ୍କ ଏକଛତ୍ରବାଦୀ ଶାସନର ନମୂନା ା ସୂଚନା କମିଶନରଙ୍କୁ ନ୍ୟୁନ କରି ସରକାର ଆଇନକୁ ଦୁର୍ବଳ କରିବାର ଅପଚେଷ୍ଟାରୁ ନିବୃତ୍ତ ରହି ସୂଚନା ଅଧିକାରକୁ ଅଧିକ ସୁଦୃଢ଼ କଲେ ସମାଜର ମଙ୍ଗଳ ହେବ ା ଦୁର୍ନୀତିଗ୍ରସ୍ତ ଅଫିସର, କର୍ମଚାରୀ ଦଣ୍ଡିତ ହେବେ ଏବଂ ଏକ ଉତ୍ତରଦାୟୀ ସ୍ବଚ୍ଛ ପ୍ରଶାସନ ପ୍ରତିଷ୍ଠା ହୋଇପାରିବ ବୋଲି ଆର୍‌ଟିଆଇ କର୍ମୀ ଅଶୋକ ପରିଡା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ପାଣିରେ ଉବୁଟୁବୁ ମାର୍କେଟ

ଜି.ଉଦୟଗିରି,୨୨ା୩ (ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଅଦିନିଆ ବର୍ଷା ଯୋଗୁ ରାସ୍ତା ଘାଟ ଅବସ୍ଥା ବେହାଲ ହୋଇଥିବା ବେଳେ ଭଞ୍ଜ ମାର୍କେଟ କମ୍ପ୍ଲେକ୍ସ ବର୍ଷା ପାଣିରେ...

ପୋଲରେ ପିଟିହେଲା ସ୍କୁଟି : ୨ ମୃତ, ୨ ଆହତ

ଜି.ଉଦୟଗିରି,୨୧ା୩(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି କଳିଙ୍ଗା ରାଜ୍ୟ ରାଜପଥ କଳିଙ୍ଗା ପଞ୍ଚାୟତ ଅନ୍ତର୍ଗତ ରାଇପଦା ଛକ ନିକଟ ଏକ ପୋଲରେ ସ୍କୁଟି ପିଟିହୋଇ...

ସକାଳୁ ସକାଳୁ ମହୁଲ ଫୁଲ ସଂଗ୍ରହ କରିବାରେ ବ୍ୟସ୍ତ ଲୋକେ

ଖଜୁରୀପଡ଼ା, ୨୧।୩ (ବିଦୁର ବେହେରା): ଆସିଛି ଫଗୁଣ ମାସ ସମସ୍ତଙ୍କ ମନରେ ଆନନ୍ଦ ଉଲ୍ଲାସ ଦେଖାଯାଉଛି। ଏହି ମାସରେ ମହୁଲ ଗଛରେ ମହୁଲ ଫୁଲ ହୋଇ...

୨୬ଘଣ୍ଟା ପରେ ଅନଶନ ଭାଙ୍ଗିଲେ ସମବାୟ ସମିତି ବୋର୍ଡ ସଭ୍ୟାସଭ୍ୟ

ଦାରିଙ୍ଗବାଡ଼ି,୨୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବୃହଦାଗାର ସମବାୟ ସମିତି ଲିଃର ବୋର୍ଡ ସଦସ୍ୟମାନେ ବିଭିନ୍ନ ଦାବି ନେଇ ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର...

ସମବାୟ ସମିତି ବୋର୍ଡ ସଦସ୍ୟଙ୍କ ଆମରଣ ଅନଶନ: ଦାବି ଶୁଣୁନି ପ୍ରଶାସନ

ଦାରିଙ୍ଗବାଡି, ୨୦।୩ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବୃହଦଗାର ସମବାୟ ସମିତି ଲିଃର ବୋର୍ଡ ସଦସ୍ୟ ମାନେ ବିଭିନ୍ନ ଦାବି ନେଇ ସମିତି...

ପୁଣି ଆମ୍ବଟାକୁଆ ମୃତ୍ୟୁ ପ୍ରସଙ୍ଗ ଉଠାଇଲା କଂଗ୍ରେସ: ମାଣ୍ଡିପଙ୍କାରେ ଜାତୀୟ କଂଗ୍ରେସ କମିଟି ସମ୍ପାଦିକା

ଦାରିଙ୍ଗବାଡି, ୨୦।୩ (ଅରୁଣ ସାହୁ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ବହୁ ଚର୍ଚ୍ଚିତ ଆମ୍ବ ଟାକୁଆ ଖାଇ ଗତ ନଭେମ୍ବର...

ହାତପାହାନ୍ତାରେ ମିଳିଲା ସରକାରୀ ସୁବିଧା, ୪୦ରୁ ଊର୍ଦ୍ଧ୍ୱ ଖାଦ୍ୟ ବ୍ୟବସାୟୀଙ୍କ ପଞ୍ଜୀକରଣ କଲା ବିଭାଗ

ବାଲିଗୁଡ଼ା,୨୦ା୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାରେ ଖାଦ୍ୟ ନିରାପତ୍ତାକୁ ଅଧିକ ଗୁରୁତ୍ୱ ଦିଆଯାଇଛି। ସମସ୍ତ ଖାଦ୍ୟ ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କୁ ଖାଦ୍ୟ ନିରାପତ୍ତାକୁ କିଭଳି ପାଳନ...

ଦୀର୍ଘବର୍ଷ ହେଲା ନିଯୁକ୍ତି ନାହିଁ, ଆମରଣ ଅନଶନରେ ବସିଲେ ସମବାୟ ସମିତି ବୋର୍ଡ ସଦସ୍ୟ

ଦାରିଙ୍ଗବାଡ଼ି,୨୦ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଥିବା ବୃହତ ବହୁମୁଖୀ ସମବାୟ ସମିତି ଲିଃ ସମ୍ମୁଖରେ ଗୁରୁବାର ସକାଳୁ ସମିତିର ବୋର୍ଡ ସଦସ୍ୟମାନେ ଆମରଣ ଅନଶନରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image