ଆଳିରେ ଆଗରେ ବିଜେଡି

ମହାକାଳପଡ଼ା, ୨୩।୫ (ଡି.ଏନ୍‌.ଏ.)- ଆଳି ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ପ୍ରତାପ ଦେବ ଆଗରେ ରହିଛନ୍ତି। ବର୍ତ୍ତମାନ ସୁଦ୍ଧା କଂଗ୍ରେସ ପ୍ରାର୍ଥୀ ଦେବେନ୍ଦ୍ର ଶର୍ମାଙ୍କଠାରୁ ପ୍ରତାପ ଦେବ ୭,୦୧୨ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି।