ଆଳୁରେ ନିର୍ମିତ ହୋଟେଲ

ଆଳୁରେ ନିର୍ମିତ ହୋଟେଲ। ପଢିକି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଆମେରିକାର ଇଦାହେ ରାଜ୍ୟରେ ଆଳୁରେ ତିଆରି ଏକ ହୋଟେଲ ରହିଛି। ଏହି ଆଳୁର ଓଜନ ଛଅ ଟନ୍‌ ହେବ। ୟା ଭିତରେ ଗୋଟେ ରାତି ପାଇଁ ଭାରତୀୟ ମୁଦ୍ରାରେ ୧୮ ହଜାର ଟଙ୍କା ଦେବାକୁ ପଡିଥାଏ। ଆଳୁ ଭିତରେ ଦୁଇଜଣ ଲୋକ ଆରମରେ ରହି ପାରିବେ। ସେଥିପାଇଁ ଏଠାରେ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।

Share