ଆସନ୍ତା ମାସରେ ଭାରତ ଆସି ପାରନ୍ତି ଟ୍ରମ୍ପ୍‌: ମୋଦିଙ୍କୁ ଦେଲେ ସଙ୍କେତ

ଓ୍ବାଶିଂଟନ,୨୩।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତ ଆସିପାରନ୍ତି। ଏନେଇ ହ୍ୟୁଷ୍ଟନରେ ହାଓ୍ବଡ଼ି ମୋଦି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉପସ୍ଥିତ ଭାରତୀୟଙ୍କ ସମ୍ମୁଖରେ ସଙ୍କେତ ଦେଇଛନ୍ତି। ମୋଦି ଏହି କାର୍ଯ୍ୟକ୍ରମରେ ଏଥର ପୁଣି ଟ୍ରମ୍ପ୍‌ ସରକାର ବୋଲି କହିଛନ୍ତି। ଆସନ୍ତା ୨୦୨୦ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବ।

Share