ଆସନ୍ତା ୧୨ରେ ଓଡ଼ିଶା ଆସିବେ ଶାହ

ଭୁବନେଶ୍ୱର,୨।୨(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତା ୧୨ ତାରିଖରେ ଓଡ଼ିଶା ଆସିବେ। ଏହି ଗସ୍ତ ସମୟରେ ସେ ଭୁବନେଶ୍ୱରରେ ପୂର୍ବାଞ୍ଚଳ ଆଇନଶୃଙ୍ଖଳା ଉପରେ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ଦଳୀୟ କାର୍ଯ୍ୟକ୍ରମରେ ମଧ୍ୟ ସେ ଯୋଗଦେବେ ବୋଲି ରବିବାର ଦଳୀୟ ନେତା ପୃଥ୍ବିରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।

Share