Posted inଜାତୀୟ

ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲା: ମୁଲାୟମ, ଅଖିଳେଶଙ୍କ କ୍ଲିନଚିଟ୍‌

ନୂଆଦିଲ୍ଲୀ, ୨୧।୫: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଛନ୍ଦି ହୋଇପଡିଥିବା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବ ଏବଂ ତାଙ୍କ ପୁଅ ଅଖିଳେଶ ଯାଦବଙ୍କ ସିବିଆଇ ପକ୍ଷରୁ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ଉଭୟଙ୍କୁ କ୍ଲିନଚିଟ୍‌ ଦେଇଛି ସିବିଆଇ। କେସ୍‌ ରେଜିଷ୍ଟର ପାଇଁ ମୁଲାୟମ ଏବଂ ଅଖିଳେଶଙ୍କ ନାଁରେ କୌଣସି ପ୍ରମାଣ ନାହିଁ ବୋଲି ସିବିଆଇ ସୁପ୍ରିମକୋର୍ଟକୁ ଜଣାଇଦେଇଛି। ସୂଚନାଯୋଗ୍ୟ, ୨୦୦୭ରେ ମୁଲାୟମ ସିଂ ଯାଦବ ଏବଂ ଅଖିଳେଶ ଯାଦବଙ୍କ ନାଁରେ ଆସିଥିବା ଆୟରୁ ଅଧିକ ସମ୍ପତ୍ତି ଠୁଳ ଅଭିଯୋଗର ଯାଞ୍ଚ ପାଇଁ ସୁପ୍ରିମକୋର୍ଟ ସିବିଆଇକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ଚଣ୍ଡି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri