Advertisement

ଇନସୁଲିନ୍‌ସ୍ତରକୁ ସ୍ବାଭାବିକ କରେ ଏହି ପାଣି …

ପ୍ରତିଦିନ ସକାଳେ ଜୁଆଣି ପାଣିରେ ଲେମ୍ବୁ ରସ ମିଶାଇ ପିଇଲେ ଅନେକ ଉପକାର ମିଳିଥାଏ। ଏହାଦ୍ୱାରା ରକ୍ତ ସଞ୍ଚାଳନ ସ୍ବାଭାବିକ ହୋଇ ହାର୍ଟ ଆଟାକ୍‌ରୁ ମୁକ୍ତି ମିଳେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏହା ଇନସୁଲିନ୍‌ କ୍ଷରଣକୁ ସ୍ବାଭାବିକ କରିଥାଏ। ଫଳରେ ଡାଇବେଟିସ୍‌ ସମସ୍ୟା ସହଜରେ ଦୂର ହୋଇଥାଏ। ନିୟମିତ ଜୁଆଣି ପାଣି ପିଇଲେ ମେଦବହୁଳତା ମଧ୍ୟ ଦୂର ହୋଇଥାଏ। ଏହା ଦ୍ୱାରା ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ।

Share