ଇମ୍ରାନଙ୍କୁ ଝଟକା: ୩୭୦ ଉପରେ ପ୍ରତିକ୍ରିୟା ଦେବାକୁ ମନା କଲା ୟୁଏନଏସସି

ଓ୍ବ।ଶିଂଟନ୍‌,୯।୮: ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦ(ୟୁନଏସସି) ପକ୍ଷରୁ ପାକିସ୍ତାନକୁ ବଡ ଝଟକା ଲାଗିଛି। ଜମ୍ମୁ-କଶ୍ମୀରରେ ୩୭୦ ଅନୁଚ୍ଛେଦ ଉଠାଇ ଦିଆଯିବା ପରେ ପାକିସ୍ତାନ ଏଥିରେ ଦଖଲ ଦେବାକୁ ୟୁଏନଏସସିକୁ ଚିଠି ଲେଖିଥିଲା। କିନ୍ତୁ ୟୁଏନଏସସି ଅଧ୍ୟକ୍ଷ ଜୋଆନା ରୋନେକା ଏନେଇ କୌଣସି ମନ୍ତବ୍ୟ ଦେବାକୁ ମନା କରିଦେଇଛନ୍ତି। ସୂଚନାଯୋଗ୍ୟ, ୩୭୦ ଉଠିବା ପରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ବିଶ୍ୱ ସମୁଦାୟର ସହଯୋଗ ଲୋଡିଛନ୍ତି।

Share