ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ନୂଆ କୁଳପତି ବ୍ୟୋମକେଶ ତ୍ରିପାଠୀ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ପ୍ରଫେସର ବ୍ୟୋମକେଶ ତ୍ରିପାଠୀଙ୍କୁ ଶନିବାର ନିଯୁକ୍ତି ମିଳିଛି। ସେ ବର୍ତ୍ତମାନ ମଧ୍ୟପ୍ରଦେଶ ଅମରକଣ୍ଟକସ୍ଥିତ ଇନ୍ଦିରା ଗାନ୍ଧୀ ନ୍ୟାଶନାଲ ଟ୍ରାଇବାଲ ୟୁନିଭରସିଟିରେ ଇତିହାସ ବିଭାଗର ପ୍ରଫେସର ଭାବେ କାର୍ଯ୍ୟ କରୁଛନ୍ତି। ଏହା ପୂର୍ବରୁ ସେ ଇଟାନଗରସ୍ଥିତ ରାଜୀବ ଗାନ୍ଧୀ ବିଶ୍ୱବିଦ୍ୟାଳୟ ବିଭାଗୀୟ ମୁଖ୍ୟ ଭାବେ କାର୍ଯ୍ୟ କରିଛନ୍ତି।

Share