Advertisement

ଉଦଳା ଜଳସେଚନ ବିଭାଗ ସହକାରୀ ନିର୍ବାହ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଉଦଳା, ୨୫।୬(ଡି.ଏନ୍‌.ଏ.): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ଜିଲା ଉଦଳା କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ନୀଳକଣ୍ଠ ପାଢ଼ୀଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ ଭିଜିଲାନ୍ସ ଚଢ଼ାଉ କରିଛି। ଉଦଳା ସମେତ ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରିରହିଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel