ଉଦଳା ନିର୍ବାଚନମଣ୍ଡଳୀରେ ବିଜେଡି ଆଗୁଆ

ବାରିପଦା ଅଫିସ,୨୩ା୫: ମୟୂରଭଞ୍ଜ ଜିଲା ଉଦଳା ନିର୍ବାଚନମଣ୍ଡଳୀରେ ବିଜେଡି ଆଗୁଆ ରହିଛି। ବିଜେଡିର ଶ୍ରୀନାଥ ସୋରେନ ୨୭୮୪ ଖଣ୍ଡ ଭୋଟରେ ଆଗୁଆ ଥିବାବେଳେ ଭାଜପାର ଭାସ୍କର ମଢ଼େଇ ୨୧୯୪ ଖଣ୍ଡ ଭୋଟ ପାଇଛନ୍ତି। ୫୯୦ ଖଣ୍ଡ ଭୋଟରେ ବିଜେଡି ଆଗୁଆ ରହିଛି।

Share