ଉଦ୍ଧାର ହୋଇଥିବା ୪ ପର୍ବତାରୋହୀଙ୍କ ମୃତ ଦେହ ଚିହ୍ନଟ ପାଇଁ ସହାୟତା ଲୋଡିଲା ନେପାଳ

କାଠମାଣ୍ଡୁ,୯।୬: ଏଭରେଷ୍ଟ ଗିରି ଶୃଙ୍ଗ ଆରୋହଣ ବାଟରୁ ଉଦ୍ଧାର ହୋଇଥିବା ୪ ପର୍ବତାରୋହୀଙ୍କ ମୃତ ଦେହ ଚିହ୍ନଟ ପାଇଁ ନେପାଳ ଅନ୍ତର୍ଜାତୀୟସ୍ତରରେ ସହାୟତା ଲୋଡିଛି। ମୃତ ଦେହଗୁଡିକର ଚିହ୍ନଟ ଯେପରି ଶୀଘ୍ର ହୋଇପାରିବ ସେନେଇ ନେପାଳ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ନେପାଳ ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ମୀରା ଆଚାର୍ଯ୍ୟ ଅଟୋପାସି ରିପୋର୍ଟ ଆଧାରରେ ପର୍ବତାରୋହୀଙ୍କ ମୃତ ଦେହ ଚିହ୍ନଟ କରାଯିବ ବୋଲି ସୂଚନା ଦେଇଛନ୍ତି।

Share