ଏଇ ଭାରତରେ

ଈଶ୍ୱର ସର୍ବବ୍ୟାପକ ବୋଲି ଅନୁଭବ କରନ୍ତି ବିହାର ନାଳନ୍ଦା ଜିଲାର ମାଢି ଗ୍ରାମବାସୀମାନେ। ସେମାନେ ମନ୍ଦିର, ମସ୍‌ଜିଦ, ଗିର୍ଜା, ଗୁରୁଦ୍ୱାର ସବୁଠି ଈଶ୍ୱର ସତ୍ତା ଉପଲବ୍ଧିି କରନ୍ତି। ବହୁଦିନ ତଳେ ମାଢ଼ିରେ ହିନ୍ଦୁ ମୁସଲମାନ ଏକାଠି ରହୁଥିଲେ ଓ ମୁସଲମାନମାନେ ସେଠାରେ ଏକ ମସ୍‌ଜିଦ ନିର୍ମାଣ କରିଥିଲେ। କାଳକ୍ରମେ ସବୁ ମୁସଲମାନ ଗାଁ ଛାଡି ଚାଲିଗଲେ। ମୁସଲମାନ୍‌ମାନେ ଚାଲିଗଲା ପରେ ମସ୍‌ଜିଦର ଦାୟିତ୍ୱ ହିନ୍ଦୁମାନେ ନେଇଛନ୍ତି। ମସ୍‌ଜିଦ୍‌ରେ ପ୍ରତିଦିନ ହିନ୍ଦୁମାନେ ୫ଥର ନମାଜ ପଢୁଛନ୍ତି। କୌଣସି ସମସ୍ୟା ଆସିଲେ ସେମାନେ ମସ୍‌ଜିଦରେ ପ୍ରାର୍ଥନା ବି କରନ୍ତି। ହିନ୍ଦୁମାନେ ‘ଅଜାନ୍‌’ ଜାଣିି ନ ଥିବାରୁ ସେମାନେ ‘ଅଜାନ’ର ରେକର୍ଡିଂ ବଜାଉଛନ୍ତି। ଏହି ମସଜିଦକୁ ପ୍ରାୟ ୨୦୦ ବର୍ଷ ହେବ। କିନ୍ତୁ ଈଶ୍ୱର-ଆଲ୍ଲା ‘ଏକ’ ଭାବନାରେ ସେମାନେ ସକାଳେ ଓ ସନ୍ଧ୍ୟାରେ ମସ୍‌ଜିଦ ସଫା କରୁଛନ୍ତି ଓ ନମାଜ ପଢୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଅନାଥଙ୍କ ସାହାରା ପାଲଟିଛନ୍ତି ଲାମା ଥୁପଟେନ ଫୁନଷ୍ଟୋକ। ଅରୁଣାଚଳ ପ୍ରଦେଶରେ ସେ ମଞ୍ଜୁଶ୍ରୀ ବିଦ୍ୟାପୀଠ ପ୍ରତିଷ୍ଠା କରି ୩୦୦ ଅନାଥ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେଠାରେ...

କ୍ଷତିପୂରଣ ନା ତୁଷ୍ଟୀକରଣ

ବିଧାନସଭାରେ ଗୃହୀତ ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍‌ରେ ଶ୍ରୀଗୁଣ୍ଡିଚା ଯାତ୍ରାରେ ରଥ ଉପରକୁ ଭକ୍ତଙ୍କୁ ବାରଣ ଯୋଗୁ ଦଇତା ସେବକମାନଙ୍କୁ କ୍ଷତିପୂରଣ ଦେବାର ବ୍ୟବସ୍ଥା ରହିଥିବା ଖବର...

ଜୀବନରେ ଚାପର ତାପ

ପ୍ରତ୍ୟେକ ବସ୍ତୁ ଓ ବ୍ୟକ୍ତିର ନିଜସ୍ବ ଚାପ ଓ ଚାପଶକ୍ତି ରହିଛି। ବିଜ୍ଞାନରେ ବାୟୁଚାପ ଓ ଜଳଚାପ ପଢ଼ିଛେ। ଗ୍ଲାସରେ ଜଳପୂର୍ଣ୍ଣ କରି ତା’ ଉପରେ...

ଭାଇରସ୍‌ ଖେଳ

କୋଭିଡ୍‌-୧୯ ବା କରୋନା ଭୂତାଣୁ ସଂକ୍ରମଣ ସାମ୍ନାକୁ ଆସିବାର ୫ବର୍ଷ ପରେ ଏବେ ହ୍ୟୁମାନ ମେଟା ନ୍ୟୁମୋ ଭାଇରସ୍‌ (ଏଚ୍‌ଏମ୍‌ପିଭି) ସଂକ୍ରମଣକୁ ନେଇ ନୂଆ ପରିସ୍ଥିତି...

ଏଇ ଭାରତରେ

ସହରର ଡମ୍ପୟାର୍ଡ କଥା ଶୁଣିଲେ ଲୋକେ ନାକ ଟେକନ୍ତି। ସେହି ପୂତ୍ତିଗନ୍ଧମୟ ସ୍ଥାନ ବାଟ ଦେଇ ଯିବାକୁ ଘୃଣା କରନ୍ତି। କିନ୍ତୁ ମାଙ୍ଗାଲୋର ବାସିନ୍ଦା ଜିଥ୍‌...

ଡିଜିଟାଲ ଯୁଗରେ ଭାରତୀୟ ସଂସ୍କୃତି

ସାମାଜିକ ଗଣମାଧ୍ୟମ ସୂଚନା ପ୍ରସାରଣକୁ ସହଜ କରିଦେଇଛି ସତ, କିନ୍ତୁ ଏହା ଭୁଲ୍‌ ତଥ୍ୟକୁ ଅଧିକ ମାତ୍ରାରେ ବିସ୍ତାର କରୁଛି। ଭାରତୀୟ ସଂସ୍କୃତିର ସଂରକ୍ଷଣ ତଥା...

କୃଷକ ରେଜିଷ୍ଟ୍ରି: ବିତର୍କ ହେଉ

ଡିସେମ୍ବର ୨୮ ତାରିଖ ୨୦୨୪ରେ ଓଡ଼ିଶାର ପ୍ରମୁଖ ଖବରକାଗଜମାନଙ୍କରେ ବିଜ୍ଞାପନ ପ୍ରକାଶ ପାଇଛି ଯେ ଜାନୁଆରୀ ୧ତାରିଖରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ କୃଷକ ରେଜିଷ୍ଟ୍ରି କାର୍ଯ୍ୟ...

କେବଳ ପୁରୁଷ ନୁହେଁ

ଗୋଟେ ଧାରଣା ରହିଆସିଛି ଯେ, ପୁରୁଷମାନେ ଆକ୍ରମଣକାରୀ ଓ କଠୋର ହୋଇଥିବା ବେଳେ ମହିଳାମାନେ ସର୍ବଦା ପୀଡ଼ିତା। ଯେତେବେଳେ କୌଣସି ମହିଳାଙ୍କୁ ନେଇ ଘରୋଇ ହିଂସା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri