ଏଇ ଭାରତରେ

ଦୀପାବଳି ପାଳନ ହେଲା ସାରା ଦେଶରେ। କେଉଁଠି ପରିବେଶ ପ୍ରଦୂଷଣ ଭୟ ଯୋଗୁ ବାଣଫୁଟା ଉପରେ କଟକଣା ଲଗାଯାଇଥିବାବେଳେ କେଉଁଠି ପରିବେଶ ଉପଯୋଗୀ ଅନ୍ୟ ବ୍ୟବସ୍ଥା ସବୁ ଗ୍ରହଣ କରାଯିବା ଦେଖିବାକୁ ମିଳିଲା। ସେହି କ୍ରମରେ ଗୋବରରେ ତିଆରି ଦୀପର ବ୍ୟବହାର ନଜରକୁ ଆସିଲା ଉତ୍ତରପ୍ରଦେଶରେ। ଗ୍ରାମୀଣ ଉତ୍ତରପ୍ରଦେଶରେ ମହିଳାମାନେ ଗୋବରରେ ଦୀପ ତିଆରି କରି ବେଶ୍‌ ଭଲ ରୋଜଗାର କରିଛନ୍ତି। ଏଭଳି ଦୀପ ତିଆରି କରିବାର ବିନ୍ଧାଣୀ ହେଉଛନ୍ତି ଆଇଏଏସ୍‌ ଅଧିକାରୀ ଦୁର୍ଗା ଶକ୍ତି ନାଗପାଲ। ସେ ବନ୍ଦାର ଜିଲାପାଳ ଭାବେ ଦାୟିତ୍ୱ ନିର୍ବାହ କରୁଛନ୍ତି। ବନ୍ଦାର ଦୁର୍ଗମ ଗାଁଗୁଡ଼ିକରେ ମହିଳାମାନଙ୍କୁ ପ୍ରଶିକ୍ଷଣ ଦେଇ ଏହି ଦୀପ ତିଆରି କରିପାରିଛନ୍ତି। ଏହା ଦୀପାବଳି ବ୍ୟତୀତ ଅନ୍ୟ କାର୍ଯ୍ୟରେ ବି ବ୍ୟବହାର କରାଯାଇପାରିବ ବୋଲି କହନ୍ତି ନାଗପାଲ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ମହାରାଷ୍ଟ୍ରର ଏକ ଛୋଟ ଗାଁ ମାନ୍ୟାଚିଓ୍ବାଡ଼ି। ଏହାର ଲୋକସଂଖ୍ୟା ୪୨୦। ଏହି ଗାଁ ଏବେ ସମ୍ପୂର୍ଣ୍ଣ ସୌରଶକ୍ତିର ଗାଁ ହୋଇଯାଇଛି। ମାନ୍ୟାଚିଓ୍ବାଡ଼ିରେ ସ୍ବୟଂ ସହାୟିକା ଗୋଷ୍ଠୀ...

ମେଦବହୁଳତା ଚିକିତ୍ସାରେ ବୈଜ୍ଞାନିକ ପଦ୍ଧତି

ନ୍ୟାଶନାଲ ଫାମିଲି ହେଲ୍‌ଥ ସର୍ଭେ-୫ (୨୦୨୨) ଅନୁଯାୟୀ, ବର୍ତ୍ତମାନ ଭାରତରେ ୨୩% ନାରୀ ଓ ୨୨.୧% ପୁରୁଷ ବିଏମ୍‌ଆଇ ଅନୁଯାୟୀ ଅଧିକ ଓଜନ ବିଶିଷ୍ଟ। ପେଟର...

କଳା-ଗୋରା କାହାଣୀ

ଗତ ନବେ ଦଶକରେ ମୋର ବିବାହ ପାଇଁ କନ୍ୟା ଖୋଜା ହେଉଥିବା ବେଳେ ମୋ ବୋଉର ଗୋଟିଏ ମାତ୍ର ସର୍ତ୍ତ ଥିଲା ଯେ, ବୋହୂଟି ଗୋରୀ...

Dillip Cherian

ସ୍ବଚ୍ଛତା ନାହିଁ

ନିକଟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ କାର୍ଯ୍ୟରତ ଦୁଇ ବରିଷ୍ଠ ଆଇପିଏସ୍‌ ଅଧିକାରୀ ସୋନିଆ ନାରଙ୍ଗ ଓ ଅଭିଷେକ ଗୋଏଲଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି। ଏମାନେ ସେଣ୍ଟ୍ରାଲ ଡେପୁଟେଶନରେ...

ସଂସାରର ବିଜ୍ଞାନ ତତ୍ତ୍ୱ

ମେ ଆମ ଚାରିପାଖରେ ଯେଉଁସବୁ ଘଟଣା ଦେଖୁଛେ ତାହା ସବୁ ବିଜ୍ଞାନର କିଛି ମୌଳିକ ନିୟମ ଅନୁସାରେ ଘଟିଥାଏ । ସୂର୍ଯ୍ୟଙ୍କ ଉଦୟ ଏବଂ ଅସ୍ତ...

କେହି କାହାରିକୁ ଶିଖାନ୍ତି ନାହିଁ

ଗୁରୁ ଟିକିଏ ନିଶ୍ଚୁପ ହୋଇ ନବାଗତଙ୍କ ଆଡ଼େ ଦୃଷ୍ଟିପାତ କରୁଥିଲେ। କିଛିକ୍ଷଣ ପରେ ନୀରବତା ଭଙ୍ଗ କରି ଗୁରୁ କହିଲେ- ବତ୍ସ! ତୁମେ ମୋ ପାଖକୁ...

ବାଣିଜ୍ୟ ବ୍ୟବସ୍ଥାର ପୁନର୍ଗଠନ ଲୋଡ଼ା

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏପ୍ରିଲ ପ୍ରାରମ୍ଭରେ ଅତ୍ୟଧିକ ଟାରିଫ ବୃଦ୍ଧି କରିଥିଲେ। ଏହା ବାଣିଜ୍ୟ ଯୁଦ୍ଧକୁ ତୀବ୍ର କରିଥିଲା, ଯାହାକୁ ସେ ‘ଲିବରେଶନ ଡେ’...

ମୁଁ ଓ ମୋର

ମାନବ ସମାଜରେ ବ୍ୟକ୍ତିବାଚକ ସର୍ବନାମ ‘ମୋ’ ଶବ୍ଦରେ ସବୁକିଛିର ମୂଲ୍ୟ ନିହିତ ରହିଛି। ଆମେ କହିଥାଉ ଏ ଜାଗା ମୋର। ଏ ଦେହ ମୋର। ବାସ୍ତବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image