ଏଇ ଭାରତରେ

‘ଏମ୍‌ବିଏ ସରପଞ୍ଚ’ ଭାବେ ରାଜସ୍ଥାନର ଛବି ରାଜଓ୍ବାତ ବେଶ୍‌ ଜଣାଶୁଣା।
ଏମ୍‌ବିଏରେ ଡିଗ୍ରୀ ହାସଲ ପରେ ସେ ରାଜନୀତିକୁ ଆସିଥିଲେ ଓ ୨୦୧୦ରେ ପ୍ରଥମେ ସରପଞ୍ଚ ହୋଇଥିଲେ। ୨୦୧୦-୧୫, ୨୦୧୫-୨୦, ଏହି ଦୁଇ ଅବଧିରେ ସେ ସରପଞ୍ଚ ହୋଇ ପଞ୍ଚାୟତର ସୋଡା ଗାଁରେ ଶିକ୍ଷା, ରାସ୍ତାଘାଟ ତଥା ଜଳ ସମସ୍ୟା ଦୂର କରିବାରେ ସଫଳତା ପାଇଛନ୍ତି। ଏବେ ସରପଞ୍ଚ ନ ରହିଲେ ମଧ୍ୟ ବିଭିନ୍ନ ବିକାଶମୂଳକ କାର୍ଯ୍ୟରେ ତାଙ୍କର ଯୋଗଦାନ ରହୁଛି। ଅଧାରୁ ପାଠ ଛାଡ଼ିଦେଇଥିବା ପିଲାଙ୍କୁ ପୁନର୍ବାର ସ୍କୁଲକୁ ଫେରାଇ ଆଣିବାରେ ସକ୍ଷମ ବ୍ୟତୀତ ବିଦ୍ୟାଳୟର ପୁନରୁଦ୍ଧାର କରିଛନ୍ତି। ଶୁଷ୍କ ପୁଷ୍କରିଣୀର ପୁନରୁଦ୍ଧାର ହେବା ଦ୍ୱାରା ଜଳସେଚନ ହୋଇପାରିଛି। ପଞ୍ଚାୟତରେ ଥିବା କଲେଜର ଭିତ୍ତିଭୂମି ବିକାଶ କରାଯାଇଛି। ଏକ ବିରାଟ ପୋଖରୀ ଖନନ ପରେ ଜମିକୁ ଜଳସେଚନ କରାଯାଇପାରୁଛି। ଏଥିସହ, କଲେଜରେ ଡିଜିଟାଲ ଲାଇବ୍ରେରି କରିଛନ୍ତି। ଏବେ ଗାଁରେ ଇ- ଲାଇବ୍ରେରି ଖୋଲିବାକୁ ଯୋଜନା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସ୍ଥ ସୁଖ ସନ୍ଧାନେ

ଜଣେ ବ୍ୟକ୍ତି ଥରେ ଜଣେ ସାଧୁବାବାଙ୍କ ନିକଟରେ ପହଞ୍ଚିଲେ ଏକ ଗମ୍ଭୀର ସମସ୍ୟା ନେଇ। ବାବା ଜଣକ ତାଙ୍କୁ ଆଗମନର କାରଣ ପୁଚ୍ଛା କରନ୍ତେ ସେ...

ଜମି ମାଲିକାନା କୃଷକ ହାତକୁ ଯାଉ

କୃଷି ବିଭାଗ ପକ୍ଷରୁ କୁହାଯାଇଛି ଯେ, କୃଷି ଉପତ୍ାଦନ ଦୁଇଗୁଣ ବୃଦ୍ଧି ହୋଇଛି ଏବଂ ଓଡ଼ିଶା ଏ ଦିଗରେ ପ୍ରଥମ। ଜଳସେଚନ ସୁବିଧା ମଧ୍ୟ ଗତ...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଦୁର୍ଘଟଣାର କାରଣ ପଥ ସମ୍ମୋହନ

ବର୍ତ୍ତମାନ ସହଜ ଗମନାଗମନ ବ୍ୟବସ୍ଥା ପାଇଁ ମଣିଷ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବା ନିମନ୍ତେ ସମୟ କମ୍‌ ହୋଇଯାଇଛି। ବିଶ୍ୱର ଗୋଟିଏ କୋଣରୁ ଅନ୍ୟ...

ସରକାର ଚାହୁଁଛନ୍ତି

ଲୋକଙ୍କର ଉପକାରରେ ଆସୁ ବା ନ ଆସୁ ରାଜ୍ୟର ଲାଭ ହେଉ ବା କ୍ଷତି, ବ୍ୟବସ୍ଥାରେ କିଛି ପରିବର୍ତ୍ତନ ହେଉ ବା ନ ହେଉ ସରକାର...

ଜଗନ୍ନାଥ ଗ୍ରହଣୀୟ

‘ନାମରେ କ’ଣ ଅଛି ? ଯାହାକୁ ଆମେ ଗୋଲାପ କହୁଛୁ, ଅନ୍ୟ କୌଣସି ନାମରେ ଡାକିଲେ ମଧ୍ୟ ତା’ର ସୁଗନ୍ଧ ସେହିପରି ମିଠା ରହିବ।’ ନାମକୁ...

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି...

ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା

ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri