Categories: ବାଣିଜ୍ୟ

ଏଡିବି ଘୋଷଣା କଲା ୬.୫ ବିଲିୟନ ଡଲାର ପ୍ୟାକେଜ

ନୂଆଦିଲ୍ଲୀ,୧୯-୩: ଅର୍ଥ ବ୍ୟବସ୍ଥା ତଥା ବାଣିଜ୍ୟ ଏବଂ କାରବାର ଉପରେ କରୋନା ପ୍ରଭାବକୁ କମ୍‌ କରିବା ଲାଗି ଏସିଆନ୍‌ ଡେଭଲପମେଣ୍ଟ ବ୍ୟାଙ୍କ ପକ୍ଷରୁ ୬.୫ ବିଲିୟନ ଡଲାରର ପ୍ୟାକେଜ ଘୋଷଣା କରାଯାଇଛି। ଏହା ପ୍ରାଥମିକ ପ୍ୟାକେଜ ବୋଲି ଜଣାପଡିଛି। ଏସିଆ ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳର ଅଭିବୃଦ୍ଧିଶୀଳ ଅର୍ଥ ବ୍ୟବସ୍ଥାଗୁଡିକ ଲାଗି ଏଭଳି ପ୍ୟାକେଜ ଘୋଷଣା ହୋଇଥିବା ଜଣାପଡିଛି।

Share