ଏଣିକି କଚ୍ଚାଘର ଦେଖିବା ସ୍ବପ୍ନ, ଆଗାମୀ ୩ ବର୍ଷରେ ସମସ୍ତଙ୍କୁ ମିଳିବ ପକ୍କା ଘର: ମନ୍ତ୍ରୀ

ଭୁବନେଶ୍ୱର,୮ା୨(ବ୍ୟୁରୋ): ରାଜ୍ୟରେ ଆଉ କଚ୍ଚାଘର ରହିବ ନାହିଁ। ସମସ୍ତଙ୍କୁ ପକ୍କାଘର ମିଳିବ। ଆଗାମୀ ୩ ବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ପକ୍କାଘର ମିଳିବ। ସେମାନଙ୍କୁ ବିଜୁ ପକ୍କାଘର ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଯୋଗାଇ ଦିଆଯିବ ବୋଲି ଶନିବାର ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି।

Share