ଏଥର ବଜେଟ ପରିମାଣ ଟପିବ ଦେଢ଼ ଲକ୍ଷ କୋଟି

ଭୁବନେଶ୍ୱର,୭।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୨୦୨୦-୨୧ ବର୍ଷ ପାଇଁ ରାଜ୍ୟ ବଜେଟକୁ ଅନୁମୋଦନ ମିଳିଛି। ଆସନ୍ତା ୧୮ ତାରିଖରେ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ ହେବ। ଏଥର ବଜେଟ ପରିମାଣ ୧ ଲକ୍ଷ ୫୩ହଜାର କୋଟି ଛୁଇଁବା ନେଇ ସୂଚନା ମିଳିଛି।

Share