ନୂଆଦିଲ୍ଲୀ, ୧୦-୯: ବର୍ତ୍ତମାନ ନଗଦ ସମସ୍ୟା ସହ ଜୁଝୁଥିବା ଦେଶର ଅଣ ବ୍ୟାଙ୍କିଙ୍ଗ ବିତ୍ତ ପ୍ରତିଷ୍ଠାନ(ଏନ୍ବିଏଫ୍ସି) କ୍ଷେତ୍ରର ସମସ୍ୟାରେ ଶୀଘ୍ର ସମାଧାନ ଆସିବାର ସମ୍ଭାବନା ନାହିଁ। ଅର୍ଥ ବ୍ୟବସ୍ଥାରେ ମାନ୍ଦାବସ୍ଥା ଲାଗି ରହିଥିବାରୁ ଏହି ସମସ୍ୟା ନ ଟଳି ପାରେ ବୋଲି ବଜାର ବିଶେଷଜ୍ଞମାନେ ମତ ପ୍ରକାଶ କରିଛନ୍ତି। ମାନ୍ଦାବସ୍ଥା ଯୋଗୁ ଉକ୍ତ କ୍ଷେତ୍ରର ଅଭିବୃଦ୍ଧି ହାର ୧୫%ରୁ ଖସି ୧୦-୧୨% ରହିବ ବୋଲି ଇଣ୍ଡିଆ ରେଟିଂସ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ପ୍ରକାଶ ପାଇଛି। ଏହି କ୍ଷେତ୍ର ଲାଗି ରେଟିଂକୁ ସ୍ଥିରରୁ ସକରାତ୍ମକ କରାଯାଇଛି। ବଜାରର ଯାନ ବିକ୍ରିରେ ମାନ୍ଦାବସ୍ଥା,ଗ୍ରାମୀଣ ଢାଞ୍ଚାଗତ ନିର୍ମାଣରେ ପ୍ରଭାବ ରହିଛି। ବଜାର ସ୍ଥିତି ଭଲ ନ ଥିବାରୁ ଏପରି ସ୍ଥଳେ ଏନ୍ବିଏଫ୍ସିଗୁଡିକ ସୁଚିନ୍ତିତ ଭାବେ ଯୋଜନା ସହ ଆଗକୁ ବଢିବା ନେଇ ରିପୋର୍ଟରେ ପରାମର୍ଶ ଦିଆଯାଇଛି।

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର! ଏତିକି ବଢ଼ିପାରେ ଆପଣଙ୍କ ଦରମା
ନୂଆଦିଲ୍ଲୀ,୨୪।୪: ସରକାରୀ କର୍ମଚାରୀଙ୍କ ପାଇଁ ଏକ ଖୁସି ଖବର। ଅଷ୍ଟମ ବେତନ କମିଶନ ଲାଗୁ ହେବା ପରେ ସେମାନଙ୍କ ଦରମାରେ ଏକ ବଡ଼ ବୃଦ୍ଧି ଘଟିବ।...

Gold: ସୁନାଦର ଖସିବା ଭିତରେ ଆସିଲା ବଡ଼ ଖବର: ଅକ୍ଷୟ ତୃତୀୟାରେ ଏତେ ଶସ୍ତାରେ ମିଳିବ ସୁନା! ମେକିଂଚାର୍ଜ ପାଇଁ…
ନୂଆଦିଲ୍ଲୀ,୨୩।୫: ଅକ୍ଷୟ ତୃତୀୟା ପାଇଁ ଆଉ ମାତ୍ର କିଛି ଦିନ ବାକି ଅଛି। ଏହି ଦିନ ସୁନା କିଣିବା ବହୁତ ଶୁଭ ବୋଲି ବିବେଚନା କରାଯାଏ।...

IMF ଆର୍ଥିକ ବର୍ଷ ୨୦୨୬ ପାଇଁ ଭାରତର ଅଭିବୃଦ୍ଧି ପୂର୍ବାନୁମାନକୁ ହ୍ରାସ କଲା
ନୂଆଦିଲ୍ଲୀ,୨୩।୪: ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ଆର୍ଥିକ ବର୍ଷ ୨୦୨୬ ପାଇଁ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପୂର୍ବାନୁମାନକୁ ୬.୨%କୁ ହ୍ରାସ କରିଛି। ଏହା ପୂର୍ବବର୍ଷ ଅପେକ୍ଷା...

କଶ୍ମୀର ପର୍ଯ୍ୟଟନକୁ ବଡ଼ ଧକ୍କା, କୋଟି କୋଟି ଟଙ୍କାର କ୍ଷତି ସହିବେ…
ନୂଆଦିଲ୍ଲୀ,୨୩।୪: ଜମ୍ମୁ ଓ କଶ୍ମୀରର ଅନନ୍ତନାଗ ଜିଲାରେ ଥିବା ପହଲଗାମରେ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି। ଯାହା କଶ୍ମୀରର ପର୍ଯ୍ୟଟନ ଶିଳ୍ପକୁ ଗଭୀର ଆଘାତ ଦେଇଛି।...

ସର୍ବକାଳୀନ ରେକର୍ଡ: ଲକ୍ଷେ ଟପିଗଲା ସୁନା, ଏବେ…
ନୂଆଦିଲ୍ଲୀ,୨୨।୪: ସୁନାର ସର୍ବକାଳୀନ ରେକର୍ଡ। ଦିନକରେ ୩ ହଜାର ଟଙ୍କା ବୃଦ୍ଧି ପାଇ ପ୍ରତି ୧୦ ଗ୍ରାମ ସୁନାର ମୂଲ୍ୟ ୧ ଲକ୍ଷ ଟଙ୍କା ଅତିକ୍ରମ...

୧୮ ବର୍ଷ ବୟସ ପୂର୍ବରୁ Instagram ବ୍ୟବହାର କରିବା ହେଲା କଷ୍ଟକର, Meta ନେଲା ଏହି ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୨୧।୪: ଆଜିକାଲି ସବୁ ବୟସର ଲୋକମାନେ ସୋସିଆଲ ମିଡିଆ ବ୍ୟବହାର କରୁଛନ୍ତି। କିନ୍ତୁ ଇନଷ୍ଟାଗ୍ରାମରେ ପିଲା ଏବଂ କିଶୋର ଉପଭୋକ୍ତାଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି...

୩ ସପ୍ତାହରେ ପ୍ରାୟ ୬,୨୦୦ ଟଙ୍କା ମହଙ୍ଗା ହେଲା ସୁନା, ଏବେର ଦାମ୍ ଜାଣିଲେ ଉଡିବ ହୋସ
ନୂଆଦିଲ୍ଲୀ,୨୧।୪: ହୁ ହୁ ହୋଇ ବଢ଼ିବାରେ ଲାଗିଛି ସୁନା ଦର। ସୋମବାର ଦେଶର ଫ୍ୟୁଚର୍ସ ମାର୍କେଟ ମଲ୍ଟି କମୋଡିଟି ଏକ୍ସଚେଞ୍ଜରେ ସୁନାର ମୂଲ୍ୟ ରେକର୍ଡସ୍ତର ଛୁଇଁଛି।...

KIA ମୋଟର ପ୍ଲାଣ୍ଟରୁ ନେଇଗଲେ ୯୦୦ ଇଞ୍ଜିନ, ୯ ଜଣ ଗିରଫ
ପେଣୁକୋଣ୍ଡା,୨୧।୪: ଆନ୍ଧ୍ରପ୍ରଦେଶର ଶ୍ରୀ ସତ୍ୟସାଇ ଜିଲାରେ ଥିବା ଦକ୍ଷିଣ କୋରିଆର କମ୍ପାନୀ KIA ମୋଟର୍ସର ପେନୁକୋଣ୍ଡା ପ୍ଲାଣ୍ଟରୁ ପ୍ରାୟ ୯୦୦କାର ଇଞ୍ଜିନ ଚୋରି ଘଟଣାରେ ପୋଲିସ...