Advertisement

ଏପ୍ରିଲ ପହିଲାରୁ ହାଉସ୍‌ ଲିଷ୍ଟିଂ

ଭୁବନେଶ୍ୱର,୬ା୨(ବ୍ୟୁରୋ): ୨୦୨୧ ଜନଗଣନା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। କେନ୍ଦ୍ରର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏବଂ ରାଜ୍ୟର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମିଳିତ ସହଯୋଗରେ ଏହି ପ୍ରକ୍ରିୟା ସମ୍ପାଦନ କରାଯିବ। ଏହି କ୍ରମରେ ଆସନ୍ତା ଏପ୍ରିଲ ପହିଲାରୁ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ହାଉସ ଲିଷ୍ଟିଂ(ତାଲିକାକରଣ) କରାଯିବ। ଗତ ଜାନୁୟାରୀ ୭ରେ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଜନଗଣନା ଅଧିକାରୀ ୩୧ଟି ତଥ୍ୟ ସମ୍ପର୍କରେ ପଚାରିବେ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share